ପୁରୀ ଅଘଟଣ: ମୁଖ୍ୟମନ୍ତ୍ରୀ କହିଲେ ଜଗନ୍ନାଥପ୍ରେମୀଙ୍କ ନିକଟରେ…

ପୁରୀ,୨୯।୬: ପୁରୀ ଅଘଟଣ ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ ବୋଲି ସେ କହିଛନ୍ତି। ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ କହିଲେ। ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମୋହନ କହିଛନ୍ତି।

ଏନେଇ ମୁହଁ ଖୋଲିଛନ୍ତି ପୁରୀ ଜିଲାପାଳ। ସେ କହିଛନ୍ତି, ପହଡ ଖୋଲିବା ପରେ ହଠାତ ଭକ୍ତଙ୍କ ଭିଡ଼ ଦେଖାଦେଇଥିଲା। ଭିଡ଼ ପାଇଁ ପ୍ରାୟ ୯ ଜଣ ଅଣନିଶ୍ବାସୀ ହୋଇ ଯାଇଥିଲେ। ମେଡିକାଲ ସୂଚନା ଅନୁସାରେ ୬ ଆହତ ହୋଇଛନ୍ତି, ଆଉ ସମସ୍ତେ ଭଲ ଅଛନ୍ତି। କିପରି ଘଟିଲା ଅନୁଧ୍ୟାନ କରିବୁ, ଏବେ ଦର୍ଶନ ବ୍ୟବସ୍ଥା ଦେଖୁଛୁ।

ସୂଚନାଥାଉ କି, ଭକ୍ତମାନେ ଗୋଟିଏ ରଥ ପାଖରୁ ଅନ୍ୟ ରଥପାଖକୁ ଯିବା ଆସିବା ଆରମ୍ଭ କରିଥିଲେ । ହେଲେ ଏହି ସମୟରେ ଚାରମାଳ କାଠ ଭର୍ତ୍ତି ଦୁଇଟା ଟ୍ରକ ଭିଡ ଭିତରେ ପଶିଥିଲା, ଆଉ ଚାରମାଳ ରଖିଯାଇଥିଲା । ଏହାକୁ ସ୍ଥିତିକୁ ଅଧିକ ଅସମ୍ଭାଳ କରିଦେଇଥିଲା । ଠେଲାପେଲାରେ କିଛି ଭକ୍ତ ତଳେ ପଡିଯାଇଥିଲେ ।

ସକାଳୁ ସକାଳୁ ପୁରୀରେ ବଡ଼ ଅଘଟଣ, ୩ ଭକ୍ତଙ୍କ ମୃତ୍ୟୁ, ଅନେକ ଆହତ


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri