ପୁରୀ ମୁଖ୍ୟ ଚିକିତ୍ସାଳୟ ଓଟି ସିଲ୍‌

ପୁରୀ ଅଫିସ: ୧।୮: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଅପରେଶନ ଥିଏଟର (ଓଟିକୁ) ଶନିବାର ସିଲ୍‌ କରାଯାଇଛି। ଜଣେ ଡାକ୍ତର, ଷ୍ଟାପ ନର୍ସ ଓ ଏଏନ୍‌ଏମ କରୋନା ପଜିଟିଭ୍‌ ଚିହ୍ନଟ ପରେ ହସ୍ପିଟାଲ କର୍ତ୍ତୃପକ୍ଷ ଏହି ପଦକ୍ଷପ ନେଇଛନ୍ତି। ଓଟି ସିଲ୍‌ ପରେ ହସ୍ପିଟାଲ ପରିସରରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ହଇରାଣ ହୋଇଛନ୍ତି। ଏପରିକି ଓଟି ବାହାରେ ସେମାନେ କିଛି ସମୟ ବସି ରହିଥିଲେ। ଓଟି ସାନିଟାଇଜ ପରେ ବନ୍ଦ ହୋଇଛି। ଗୁରୁତର ରୋଗୀଙ୍କୁ ଅନ୍ୟ ମେଡିକାଲକୁ ସ୍ଥାନାନ୍ତର ପାଇଁ କୁହାଯାଇଛି। ପରେ ଗରିବ ଶ୍ରେଣୀର ରୋଗୀ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌଦ୍ୱାର ପୋଲିସ ପକ୍ଷରୁ ‘ଫାଇଟ୍‌ ଏଗ୍‌ନେଷ୍ଟ କୋଭିଡ୍‌-୧୯’ ପୁସ୍ତକ ବଣ୍ଟନ:  ଘରେ ରହି ଫୋନ୍‌ ଯୋଗେ ଅତ୍ୟାବଶ୍ୟକ ସାମଗ୍ରୀ ପାଇପାରିବେ ବରିଷ୍ଠ ନାଗରିକ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ.): କରୋନା ଭଳି ଭୂତାଣୁରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଏବେ ଉଦ୍‌ବେଗ ସ୍ଥିତିରେ ଗତିକରୁଛି। ଏଥିରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ସରକାରଙ୍କ...

ଶଟ୍‌ଡାଉନ୍‌ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ଦେଲେ ୬୩ ହଜାର ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୫।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର...

ଜଙ୍ଗଲରେ ଗୁଳିମାଡ ଘଟଣା: ଭାଇ ସମେତ ୨ ଗିରଫ

ଶଙ୍କରାଖୋଲ,୨୧ା୬(ଡି.ଏନ୍‌.ଏ.): ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡି ଜଙ୍ଗଲରେ ଶନିବାର ଗୁଳି ମାଡରେ ଆରାବାକା ପଞ୍ଚାୟତ କାମ୍ବିରିକିଆ ଗ୍ରାମର ଜନକ ମଲ୍ଲିକ ଗୁରୁତର ହୋଇଥିଲେ। ଏହି...

କାର୍‌ରୁ ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ

ଜୟପୁର,୯।୧(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ପୋଲିସ ସୁର୍ଲି ଗ୍ରାମ ନିକଟରେ ଏକ କାର୍‌ରୁ ୧ କୁଇଣ୍ଟାଲ ୬୯ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି । ପୋଲିସ...

ପରିବେଶବିତ୍‌ଙ୍କ ଉଦ୍ୟମରୁ ସୁରକ୍ଷା ପାଇଲା ବରଗଛ

ବ୍ରହ୍ମପୁର ଅଫିସ,୨୮ା୭-ପରିବେଶ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଉଛି। ବିନା କାରଣରେ ଗଛ କାଟିବାକୁ କଟକଣା ଜାରି କରାଯାଇଛି। ପରିବେଶବିତ୍‌ମାନେ...

କଲରାପତରିଆ ବାଘର ମୃତ୍ୟୁ

ବୌଦ୍ଧ,୫।୪ (ସ୍ବ.ପ୍ର.): ବୌଦ୍ଧ ଜିଲା ମହାନଦୀ କୁସଙ୍ଗ ବନ୍ୟପ୍ରାଣୀ ବନାଞ୍ଚଳର ସଂରକ୍ଷିତ ଜଙ୍ଗଲ ଲେଦେରାକେନ୍ଦୁ ତଥା ନୂଆପଡ଼ା ବିଟରେ ଏକ କଲରାପତରିଆ ବାଘର ମୃତ୍ୟୁ ଘଟିଛି।...

ଅନୁଗୋଳ ଜିଲାରେ ପ୍ରଥମ ମୁଣ୍ଡ ନେଲା କରୋନା: ନାଲକୋ ଡିଜିଏମ୍‌ଙ୍କ ମୃତ୍ୟୁ

ଅନୁଗୋଳ ଅଫିସ,୩୦।୬: ଅନୁଗୋଳ ଜିଲା ନାଲ୍‌କୋ ଡିଜିଏମ୍‌ଙ୍କର କାରାନାରେ ମୃତ୍ୟୁ ଘଟିଥିବା ମଙ୍ଗଳବାର ଜଣାପଡ଼ିଛି। ସେ କରୋନା ସଙ୍କ୍ରମିତ ହୋଇ ତାଳଚେର କୋଭିଡ ମେଡିକାଲରେ ଚିକିତ୍ସିତ...

ଡିକି ଭାଙ୍ଗି ୫୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ଖଣ୍ଡପଡା,୯।୮(ସ୍ବ.ପ୍ର.) : ନୟାଗଡ ଜିଲା କଣ୍ଟିଲୋ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ଓ ରାହାଜାନି ବୃଦ୍ଧି ପାଉଥିବାବେଳେ ଗୁରୁବାର ଅପରାହ୍ନରେ ସ୍ପଷ୍ଟ ଦିବାଲୋକରେ ଜଣେ...

Play 250+ Trending Games
Archives

Model This Week

Why Dharitri