ରାଲିରେ ଅପରାଜିତାଙ୍କୁ ସହଯୋଗ କରିବୁ ନାହିଁ: ପୁରୀ ବିଧାୟକ

ପୁରୀ ଅଫିସ,୨୬।୪: ଗୋଟିଏ ପଟେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁରୀ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରୁଥିବା ବେଳେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଏହାକୁ ସମର୍ଥନ କରିଛନ୍ତି। ଏପରିକି ସେ ପୁରୀ ବଡ଼ଦାଣ୍ଡରେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ନେତୃତ୍ୱରେ ହେବାକୁ ଥିବା ପଦଯାତ୍ରାକୁ ବିରୋଧ ମଧ୍ୟ କରିଛନ୍ତି।

ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ଓ ଶହେ ମିଟର ପରିଧି ମଧ୍ୟରେ ବ୍ୟାପକ ଖନନକୁ ବିରୋଧ କରି ବୁଧବାର ଅପରାଜିତା ପୁରୀ ବଡ଼ଦାଣ୍ଡରେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ନେତୃତ୍ୱରେ ହେବାକୁ ଥିବା ପଦଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିଲା। ହେଲେ ଅପରାଜିତାଙ୍କୁ ଦଳୀୟ ନେତା ଭାବେ ପୁରୀରେ ସ୍ବାଗତ କରାଯିବ, ମାତ୍ର ରାଲି କିମ୍ବା ପଦଯାତ୍ରାରେ ସହଯୋଗ କରାଯିବ ନାହିଁ ବୋଲି ଜୟନ୍ତ କହିଛନ୍ତି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନର ପଦଯାତ୍ରାରେ ପୁରୀର ଅନେକ ଭାଜପା କର୍ମୀ ଓ ନେତା ଯୋଗଦେବାର କାର୍ଯ୍ୟକ୍ରମ ରହିଥିଲା। ମାତ୍ର ଏବେ ପୁରୀ ବିଧାୟକ ସିଧାସଳଖ ଭାବେ ପଦଯାତ୍ରାକୁ ବିରୋଧ କରିବା ପରେ ଦଳ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri