ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରନ୍ତ ହୋଇଛନ୍ତି ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ ସଙ୍ଗରୋଧରେ ରହିଛି। ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ନିଜର କରୋନା ଟେଷ୍ଟ କରାଇ ନେବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମନଗରରେ ଚାଲିଛି ମତଦାନ

ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ...

ଗରିବଙ୍କ ଆକାଉଣ୍ଟକୁ ଟଙ୍କା ପଠାଅ: ନିରଞ୍ଜନ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ‘ଆତ୍ମନିର୍ଭର ଭାରତ’ ପାଇଁ କେନ୍ଦ୍ର ସରକାର ପ୍ରତିଦିନ ପ୍ୟାକେଜ ଘୋଷଣା କରୁଛନ୍ତି। ହେଲେ ଏହା ଏକ ଋଣ ବିକ୍ରି ବିଜ୍ଞାପନ କହିଲେ ଅତ୍ୟୁକ୍ତି...

ଗାଡ଼ି ପାସ୍‌ ନବୀକରଣ ଅନାବଶ୍ୟକ, ଖୋଲା ରହିବ ଟାୟାର ମରାମତି ଦୋକାନ: ପୋଲିସ କମିଶନର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଜାରି ହୋଇଥିବା ସମସ୍ତ ଗାଡ଼ି ପାସ୍‌ ନବୀକରଣର ଆବଶ୍ୟକତା ନାହିଁ। କରୋନା (କୋଭିଡ-୧୯) ସ୍ଥିତିର ସୁଧାର...

ଲକ୍‌ଡାଉନ୍‌ କୋହଳ ପରେ ଗାଡ଼ି ବିକ୍ରି ବଢ଼ିଛି

କଟକ ଅଫିସ,୮।୬: ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ଓଡ଼ିଶାରେ ଯାନବାହନ ବିକ୍ରି ବଢ଼ିଛି। ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ଏହି ସୂଚନା ଦେଇଛି। ମାର୍ଚ୍ଚ...

ବିଦ୍ୟାଭାରତୀଙ୍କ ସହ ଡିଏଫ୍‌ଓଙ୍କ ସମ୍ପର୍କ ନାହିଁ : ଏସ୍‌ପି

ପାରଳାଖେମୁଣ୍ଡି,୨୪ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଭିନ୍ନମୋଡ଼ ନେଇଛି। ସୌମ୍ୟଙ୍କୁ ଷଡ଼ଯନ୍ତ୍ର କରି ପୋଡ଼ି ହତ୍ୟା କରାଯାଇଛି...

ଯାଇଥିଲେ ଭୋଜି କରିବାକୁ, ମିଳିଲା ମୃତଦେହ

ସୋନପୁର,୧୦।୧(ନି.ପ୍ର.): ସୋନପୁର ସହର ଯାତ୍ରୀ ନିବାସ ସମ୍ମୁଖ ମହାନଦୀ ପାଚେରୀ ଘାଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ବଡବଜାର ଘାସିପଡାର...

ନଦୀରେ ବୁଡି ଛାତ୍ର ମୃତ

ବ୍ରହ୍ମଗିରି, ୯ା୬(ଡି.ଏନ୍‌.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅପିଠି ଗ୍ରାମରେ ରବିବାର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ର ନଦୀରେ ଭାସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ,...

କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା

ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି...

Advertisement
Archives

Model This Week