ପାଣ୍ଡିଆନ୍‌ଙ୍କୁ ଏମିତି କହିଲେ ପୁରୀ ଏମ୍‌ପି ପ୍ରାର୍ଥୀ ଅରୂପ ପଟ୍ଟନାୟକ

ଭୁବନେଶ୍ୱର,୨୪।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶନିବାର ହେବ ମତଦାନ। ତେବେ ଭୋଟର ଦିନକ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ସରିଛି। ପ୍ରଚାରର ଶେଷଦିନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ ଓ ପୁରୀ ଏମ୍‌ପି ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କ କଥାବାର୍ତ୍ତାର ଏକ ମିନିଟ ଅବଧିର ଭିଡିଓକୁ ଦଳ ପକ୍ଷରୁ ଜାରି କରାଯାଇ ଅରୂପଙ୍କ ଭାବମୂର୍ତ୍ତି ବଢାଇବାକୁ ପାଣ୍ଡିଆନ୍‌ ପ୍ରୟାସ କରିଛନ୍ତି । ଭିଡିଓରେ ଅରୂପ ପଟ୍ଟନାୟକଙ୍କୁ ପାଣ୍ଡିଆନ୍‌ ପ୍ରଶଂସା କରୁଥିବା ଦେଖିବାକୁ ମିଳିଛି। ଦିନକ ପୂର୍ବରୁ ଅରୂପ ମଧ୍ୟ ପୁରୀ ସଂସଦୀୟ କ୍ଷେତ୍ରରେ ନିର୍ବାଚନୀ ସଭାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ପାଣ୍ଡିଆନ୍‌ଙ୍କୁ ତାଙ୍କର ଅଭିଭାବକ ଓ ମାର୍ଗଦର୍ଶକ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri