Odisha Elections 2024

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ସହଜ ନୁହେଁ ସୁଚରିତା କହିଛନ୍ତି।

ସୁଚରିତା କହିଛନ୍ତି, ପୁରୀ ଲୋକ ସଭା ଅଧୀନ ୭ ବିଧାନସଭା ଆସନରେ ଦୁର୍ବଳ ପ୍ରାର୍ଥୀ ଦିଆଯାଇଛି। ୪ ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ ପାଇଁ ଦଳକୁ ଅନୁରୋଧ କରିଥିଲି। ହେଲେ ଦଳ କୌଣସି ପଦକ୍ଷେପ ନେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୪ ଅବପାତ!

ଭୁବନେଶ୍ୱର,୧୮।୫: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ

ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର...

ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ

ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri