ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ହୋଟେଲ ମାଲିକ ପବିତ୍ର ନାୟକ ବୋଲି ଜଣାପଡ଼ିଛି। ମୃତ ପବିତ୍ର ହେଉଛନ୍ତି ବଳିଆପଣ୍ଡା ଅଞ୍ଚଳର ‘ମନୋରମା’ ହୋଟେଲର ମାଲିକ। ବଳିଆପଣ୍ଡା ଥାନା ପୋଲିସ ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି।

ସେହିପରି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଚନ୍ଦନ କୁମାର ପଲାରଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି। ଓମକାରେଶ୍ୱର ମନ୍ଦିର ନିକଟରେ ପୋଲିସ ଏବଂ ଅଭିଯୁକ୍ତ ଚନ୍ଦନ ମୁହାଁମୁହିଁ ହୋଇଥିଲେ। ଏନ୍‌କାଉଣ୍ଟରରେ ଆହତ ଅଭିଯୁକ୍ତଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମେଡିକାଲ ପରିସରରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ସୃଷ୍ଟି ମେଡିକାଲ ପରିସରରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri