ଶୁକ୍ରବାରଠାରୁ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ

ପୁରୀ ଅଫିସ, ୨୮।୪: ଶ୍ରୀମନ୍ଦିର ସିଂହଦାର ଓ ପଶ୍ଚିମ ଦ୍ୱାର ଦେଇ ଶୁକ୍ରବାରଠାରୁ ଦର୍ଶନ କରିପାରିବେ ଭକ୍ତ। ଏହାସହ ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ଭକ୍ତ ପ୍ରସ୍ଥାନ କରିବେ । ତେବେ ଆସନ୍ତା ମେ’୩ରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାକୁ ଥିବାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ ଜମିବ। ଏହାକୁ ଦୃଷ୍ଟିରେ ରଖି ଏଭଳି ନିିଷ୍ପତ୍ତି ନିଆଯାଇଛି। ସେହିପରି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅବସରରେ ଭକ୍ତ କିଭଳି କୋଭିଡ଼ ନିୟମ ମାନିବା ସହ ଶୃଙ୍ଖଳିତ ଭାବେ ଦର୍ଶନ କରିବା ନେଇ ଜିଲା ଓ ପୋଲିସ ପ୍ରଶାସନ ବିଶେଷ ଧ୍ୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri