Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ ନେଇ ସରକାରୀ ଭାବେ ସ୍ପଷ୍ଟ କରାଯାଇ ନାହିଁ।

ସୂଚନା ଅନୁସାରେ, ପବିତ୍ର ରଥଯାତ୍ରା ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଏହାରି ଭିତରେ ପୁରୀ ମରିଚକୋଟ ଛକ ନିକଟରେ କେତେଜଣ ଭକ୍ତ ଅଣନିଶ୍ବାସୀ ହୋଇ ତଳେ ପଡିଯାଇଥିଲେ। ଉଦ୍ଧାରକାରୀ ଦଳ ସେମାନଙ୍କୁ ଉଦ୍ଧାର କରି ପୁରୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୨ଜଣଙ୍କୁ ମୃତ ଘୋଷଣା କରିଥିବା ଖବର ମିଳିଛି। ଜଣେ ମୃତକ କଟକର ବୋଲି ଜଣାପଡିଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ ମିଳିପାରି ନାହିଁ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri