ଶୃଙ୍ଖଳିତ ରଥଯାତ୍ରା ନେଇ ଆକ୍ସନରେ ପ୍ରଶାସନ: ମୋବାଇଲ ନେଲେ ହେବ ଫୌଜଦାରୀ ମାମଲା

ପୁରୀ,୨୬ା୫: ଜୁନ ୨୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ରଥଖଳାରେ ଚାଲିଛି ମହାପ୍ରସ୍ତୁତି। ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଚତୁର୍ଦ୍ଧାମୂର୍ତ୍ତି। ରଥଯାତ୍ରା ପାଇଁ ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବାକୁ ପୁରୀ ପ୍ରଶାସନ ସଜାଗ ହୋଇଉଠିଛି। ରଥଯାତ୍ରା କିପରି ସୁରୁଖୁରୁରେ ଆରମ୍ଭ ହେବ ଏବଂ ଶାନ୍ତି ଶୃଙ୍ଖଳାର ସହ ଶେଷ ହେବ ସେନେଇ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି।

ଅନ୍ୟପକ୍ଷେ ରଥଯାତ୍ରାରେ କିଛି କଡା ନିୟମ କାର୍ଯ୍ୟକାରୀ କରିବାକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୋମବାର ବଡ଼ ସୂଚନା ଦେଇଛନ୍ତି । ଘୋଷଯାତ୍ରା ବେଳେ ଅଣସେବାୟତ ରଥ ଉପରକୁ ଚଢ଼ି ପାରିବେ ନାହିଁ।

କୌଣସି ପ୍ରକାର ଅନଧିକୃତ କାର୍ଯ୍ୟ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ଏପରିକି ରଥ ଉପରକୁ ମୋବାଇଲ ନେବାକୁ ବାରଣ କରାଯାଇଛି। ଏଣିକି କେବଳ ମୋବାଇଲ ସିଜ ନୁହେଁ, ଫୌଜଦାରୀ ମାମଲା ରୁଜୁ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢୀ କହିଛନ୍ତି।

ରଥକୁ ମୋବାଇଲ ଫୋନ ନେଲେ ଫୌଜଦାରୀ ମାମଲା ରୁଜୁ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢୀ ଗଣମାଧ୍ୟମକୁ କହିଛନ୍ତି। ତେଣୁ ଏଥର ରଥ ଉପରକୁ ସେବାୟତ ମୋବାଇଲ ଫୋନ ନେଇ ପାରିବେ ରଥ ଉପରକୁ ମୋବାଇଲ ନେଲେ ଫୌଜଦାରୀ ମାମଲା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ବିଜୟଙ୍କ ଦଖଲ ପରେ ପବନ କଲ୍ୟାଣଙ୍କ ବଡ଼ ବୟାନ, ମାଟିରେ ମିଶିଯିବ…ରାଜନୀତିରେ ଝଡ

ଚେନ୍ନାଇ,୬।୫: ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ, ବିଧାନସଭା ନିର୍ୱାଚନର ଫଳାଫଳ ପରେ ବୟାନବାଜିର ଏକ ଝଡ଼ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏବଂ ଜନସେନା…

ଏହି ଦିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜୟ! ସାମ୍‌ନାକୁ ଆସିଲା ତାରିଖ

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନରେ ବିପୁଳ ବିଜୟ ପରେ ଥଲାପଥି ବିଜୟ ମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ଅଛି। ନବନିର୍ବାଚିତ ଟିଭିକେ ଦଳର ବିଧାୟକମାନେ ମଙ୍ଗଳବାର ଦିନ ବୈଠକ କରିଥିଲେ…

ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍‌

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି।…

ଜନଗଣନାରେ ସାମିଲ ହେଲେ ଜିଲାପାଳ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ)-ରାଜ୍ୟରେ ଗତ ଏପ୍ରିଲ ୧୫ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହୋଇଛି। ଆସନ୍ତା ୧୬ ତାରିଖରେ ଏହା ଶେଷ ହେବ। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି…

ତାମିଲନାଡୁରେ ଭାଙ୍ଗିଲା କଂଗ୍ରେସ-ଡିଏମକେ ମେଣ୍ଟ, ନୂତନ ସରକାର ଗଠନ ପାଇଁ ବିଜୟଙ୍କ ସହ ହାତ ମିଳାଇଲେ ରାହୁଲ

ଚେନ୍ନାଇ,୬।୫: ତାମିଲନାଡୁରେ ନୂତନ ସରକାର ଗଠନ ପାଇଁ ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇ କଂଗ୍ରେସ ବୁଧବାର ରାଜ୍ୟରେ ଡିଏମକେ ସହିତ ଦୀର୍ଘକାଳୀନ ମେଣ୍ଟ ଭାଙ୍ଗି ଦେଇଛି। କଂଗ୍ରେସ…

ବିଜୟଙ୍କ ଗୋଟି ଚାଳନା! ସରକାର ଆସିବା ପୂର୍ୱରୁ ରାଜନୀତିରେ ଖେଳିଲେ ବଡ଼ ଗେମ୍‌

ଚେନ୍ନାଇ,୬।୫: ତାମିଲନାଡୁରେ କଂଗ୍ରେସ ଏବଂ ଡିଏମକେ ମଧ୍ୟରେ ମେଣ୍ଟ ଭାଙ୍ଗିବାକୁ ବସିଛି। କଂଗ୍ରେସ ଅଭିନେତା ବିଜୟଙ୍କ ଦଳ ଟିଭିକେକୁ ସମର୍ଥନ ଦେବାକୁ ସଙ୍କେତ ଦେଇଛି। କଂଗ୍ରେସ ମହାସଚିବ…

୭୧ତମ ବାଦି ପାଲା ମହୋତ୍ସବ: କଳାକାର ସମ୍ବର୍ଦ୍ଧିତ

ପାଟଣା,୬।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଶାସନରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ୭୧ତମ ବାଦି ପାଲା ମହୋତ୍ସବ ଉଦଯାପିତ ହୋଇଛି। ଆୟୋଜିତ ସମ୍ବର୍ଦ୍ଧନା ସଭା…

ବାପାଙ୍କ ହାତ ଛାଡ଼ିଦେଲେ ଥଲାପତି ବିଜୟଙ୍କ ପୁଅ! ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୫: ଚଳଚ୍ଚିତ୍ର ଶିଳ୍ପରୁ ରାଜନୀତିରେ ପ୍ରବେଶ କରିଥିବା ଅଭିନେତା ଥଲାପତି ବିଜୟ ତାଙ୍କର ପ୍ରଥମ ନିର୍ବାଚନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ତାମିଲନାଡୁ ବିଧାନସଭା ନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri