କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସମସ୍ତ ବ୍ୟକ୍ତିଙ୍କର ୪ ଥର କରୋନା ଟେଷ୍ଟ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସେବାୟତ, ପୋଲିସ କର୍ମଚାରୀ ଓ ମନ୍ଦିର ଅଧିକାରୀଙ୍କର ୪ ଥର ଆରଟିପିସିଆର୍‌ ଟେଷ୍ଟ କରାଯିବ। ସ୍ନାନ ଯାତ୍ରା, ଗୁଣ୍ଡିଚା ଯାତ୍ରା ଓ ବାହୁଡ଼ା ଯାତ୍ରାର ୪୮ ଘଣ୍ଟା ପୂର୍ବରୁ ଏବଂ ନୀଳାଦ୍ରିବିଜେର ୧୫ ଦିନ ପରେ ଏ ସମସ୍ତଙ୍କର ଆରଟିପିସିଆର୍‌ ଟେଷ୍ଟ କରାଯିବ। ସ୍ନାନ ଯାତ୍ରା ଓ ରଥଯାତ୍ରାରେ ସେବାୟତଙ୍କୁ ଆବଶ୍ୟକ ମାସ୍କ ମଧ୍ୟ ଦିଆଯିବ।
ଏହା ସହିତ ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସମସ୍ତ ସେବାୟତ ଓ ଅଧିକାରୀଙ୍କୁ ଟିକା ଦେବା ଉପରେ ଗୁରୁତ୍ୱ ଦିଆଯାଉଛି। ସେହିଭଳି ଶ୍ରୀମନ୍ଦିର ପ୍ରଶାସନ ଓ ସିଡିଏମଓଙ୍କ ଅଫିସ ମଧ୍ୟରେ ସେ ଯୋଗସୂତ୍ର ରଖିବା ପାଇଁ ଜଣେ ନୋଡାଲ ଅଧିକାରୀ ନିଯୁକ୍ତ ହେବେ ବୋଲି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ଓଲଟିଲା ମିନିବସ୍‌: ଜଣେ ମୃତ, ୨୫ ଆହତ

ଦିଗପହଣ୍ଡି,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତପ୍ତପାଣି ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ଏକ ମିନିବସ ଓଲଟି ପଡ଼ିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ...

ଘରୁ ଜବତ ହେଲା ୧୧୧ କଇଁଛ, ବେପାରୀ ଗିରଫ

ଭୋଗରାଇ,୧୬ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜଳସୋହରିଆ ଗ୍ରାମରୁ ରବିବାର ବନ୍ୟପ୍ରାଣୀ ବିଭାଗ ୧୧୧ଟି କଇଁଛ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣେ ବେପାରୀଙ୍କୁ...

ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀ

କେନ୍ଦୁଝର,୧୪।୧୨(ସ୍ବ.ପ୍ର.): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ସେମିଷ୍ଟାର ପରୀକ୍ଷା ଘୁଞ୍ଚାଇବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ଛାତ୍ରୀମାନେ ଗେଟ୍‌ରେ ତାଲା ପକାଇ ବିରୋଧ କରିଛନ୍ତି।...

ଶେଷ ହେଲା ଏନ୍‌ଏସି ନିର୍ବାଚନ: ହିନ୍ଦୋଳରେ ୮୮%, ଅତାବିରା ୭୪% ବୁଧବାର ହେବ ଭୋଟ ଗଣତି

ଭୁବନେଶ୍ୱର,୩ା୪(ବ୍ୟୁରୋ)-ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍‌ଏସିରେ ୮୮ ପ୍ରତିଶତ...

୬ ଜିଲାରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ, ଅଗ୍ନିଶମ ବାହିନୀ ମୁତୟନ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ୍‌କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ପ୍ରସ୍ତୁତି ସମ୍ପର୍କରେ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ କମିଶନର...

‘ବୁଲବୁଲ୍‌’ ପ୍ରଭାବରେ ଅପରାହ୍ନରୁ ଉପକୂଳ ଓଡ଼ିଶାରେ ବଢ଼ିବ ପବନର ବେଗ: ଏସ୍‌ଆର୍‌ସି

ଭୁବନେଶ୍ୱର,୮।୧୧(ବ୍ୟୁରୋ): ବାତ୍ୟା ‘ବୁଲବୁଲ୍‌’ ଶନିବାର ପୂର୍ବାହ୍ନରେ ପାରାଦୀପଠାରୁ ପ୍ରାୟ ୩୫୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ଶୁକ୍ରବାରଠାରୁ ବର୍ଷା...

ରାଜ୍ୟରେ ଖାଲି ପଡ଼ିଛି ୬୦% ଇଞ୍ଜିନିୟରିଂ ସିଟ୍‌

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ରାଜ୍ୟରେ ଏବେ ସଙ୍କଟଜନକ ପରିସ୍ଥିତି ଦେଇ ଗତି କରୁଛି ଇଞ୍ଜିନିୟରିଂ କଲେଜ। ଦିନକୁ ଦିନ ଇଞ୍ଜିନିୟରିଂ ଶିକ୍ଷା ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ କମୁଛି।...

‘ଅରୁଆ’, ‘ଛାତ’ ଯୋଜନାରେ ବଢ଼ିବ ଭୂତଳ ଜଳ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୨ା୧୧: ରାଜ୍ୟର ୧୮ ଜିଲାର ୫୨ ବ୍ଲକରେ ଭୂତଳ ଜଳ ହ୍ରାସ ପରିମାଣ ସର୍ବାଧିକ । ଏଥିରେ ଖୋର୍ଦ୍ଧା, ଯାଜପୁର ଓ...

Advertisement
Archives

Model This Week