ଛତିଶା ନିଯୋଗ ବୈଠକରେ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଜାଣନ୍ତୁ କେତେବେଳେ ଆରମ୍ଭ ରଥଟଣା

ପୁରୀ,୨୪।୬: ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ପହଣ୍ଡି ସରିବ ବୋଲି ସମୟ ଧାର୍ଯ୍ୟ କରାଯାଇଛି। ଅପରାହ୍ନ ୪ଟାରେ ଗଜପତିଙ୍କ ଦ୍ୱାରା ଛେରାପହଁରା, ୪ଟା ୩୦ରେ ରଥରୁ ଚାର ଫିଟା, ଘୋଡ଼ା ସାରଥି ଲାଗିବେ। ଏହା ପରେ ଅପରାହ୍ନ ୫ଟାରେ ରଥଟଣା ଆରମ୍ଭ ହେବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ବୈଠକ ପରେ ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍ପି, ନିଯୋଗ ସଦସ୍ୟ ବୈଠକରେ ସାମିଲ ଥିଲେ। ସୂଚନାଯୋଗ୍ୟ, ମହାପ୍ରଭୁଙ୍କ ଘୋଷଯାତ୍ରା ଜୁଲାଇ ୭ରେ ଅନୁଷ୍ଠିତ ହେବ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁପୁତ୍ରର ମୃତଦେହ ନେବାକୁ ଦମ୍ପତି ହଟହଟା, ସହଯୋଗର ହାତ ବଢ଼ାଇଲେ ବରଗଡ଼ ଉପଜିଲାପାଳ

ବରଗଡ଼,୨୪ା୭(ପ୍ରେମାନନ୍ଦ ଖମାରୀ): ଭୀମସାର୍‌, ବୁର୍ଲା ଡାକ୍ତରଖାନାରୁ କଲାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକସ୍ଥିତ ନିଜ ଘରକୁ ଶିଶୁପୁତ୍ରର ମୃତଦେହ ନେବାରେ ଏକ ଦମ୍ପତି ହଟହଟା ହେବା ଘଟଣା...

ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା; ମୃତ୍ୟୁ ପୂର୍ବର ଭିଡିଓ ଭାଇରାଲ୍

ଭୁବନେଶ୍ୱର,୨୪ା୭: ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା। ବାପୁଜୀ ନଗର ନିକଟ ରେଳ ଧାରଣାରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମହିଳା ଜଣଙ୍କ...

ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, ମିଳିଲା ଏତିକି ଟଙ୍କା…

ରାୟଗଡ଼ା,୨୪ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ...

‘କାଳିଆ ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ; ଜାଣନ୍ତୁ ବିଧାନସଭାରେ କ’ଣ କହିଲେ…

ଭୁବନେଶ୍ୱର, ୨୪।୭: ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବିଜେଡି ସମୟରେ କରାଯାଇଥିବା ‘କାଳିଆ ଯୋଜନା’ ବନ୍ଦ ହେବ କି ନାହିଁ ସେନେଇ ଅନେକଙ୍କ...

ଡ୍ୟାମ୍‌ରେ ଦୁଇ ଛାତ୍ର ବୁଡ଼ିଯିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୭: କଟକ ଜିଲା ଚୌଦ୍ୱାର ମଙ୍ଗରାଜପୁର ଡମଣୀ ଡ୍ୟାମ୍‌ରେ ବୁଡି ବୁଧବାର ୨ ଛାତ୍ର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦୁଃଖପ୍ରକାଶ...

ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ବନ୍ଧାହେଲେ ଯୁବକ

ନିରାକାରପୁର,୨୪ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ଜଣେ ବିବାହିତ ଯୁବକଙ୍କୁ ନିରାକାରପୁର ପୋଲିସ ବୁଧବାର ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ...

ନାବାଳକ ଗାଡ଼ି ଚଳାଉଥିଲେ ସାବଧାନ! ଏଣିକି ଗାଡ଼ି ଜବତ ସହ ମା’ବାପାଙ୍କ ବିରୋଧରେ ରୁଜୁ ହେବ ମାମଲା…

ଭୁବନେଶ୍ୱର,୨୪।୭: ରାଜ୍ୟରେ ବଢ଼ୁଥିବା ବେପାରୁଆ ଗାଡ଼ିଚାଳନା ତଥା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଠୋର ହୋଇଛି ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ)। ଆସନ୍ତା ସପ୍ତାହରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ଘୁଞ୍ଚିଲା ଓଟିଇଟି ପରୀକ୍ଷା, ଜାଣନ୍ତୁ କେବେ ହେବ…

କଟକ,୨୪।୭: ଘୁଞ୍ଚିଲା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷା। ଅଗଷ୍ଟ ୯ ବଦଳରେ ୧୭ ତାରିଖରେ ପରୀକ୍ଷା ହେବ। ଉକ୍ତ ଦିନ ମାଟ୍ରିକ ସପ୍ଲିମେଣ୍ଟାରୀ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri