ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ,୧୩: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି। ଫଳରେ ଗୁରୁବାର ବିନା ବାଧାରେ ଶ୍ରୀମନ୍ଦିର ଯାଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି।

ବୁଧବାର କ୍ୟାବିନେଟ ବୈଠକ ପରେ ୪ ଦ୍ୱାର ଖୋଲିବା ନେଇ ବଡ଼ ନିଷ୍ପତ୍ତି ନିଆଯାଇଥିଲା। ପରେ ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦ୍ୱାର ଖୋଲା ଯିବା ପରେ କି କି ବ୍ୟବସ୍ଥା କରାଯିବ ସେନେଇ ଆଲୋଚନା କରାଯାଇଥିଲା।

ପ୍ରକାଶ ଯେ, କରୋନା ମହାମାରୀ ପରଠାରୁ ଶ୍ରୀମନ୍ଦିର ୪ ଦ୍ୱାର ବନ୍ଦ ରହିଥିଲା। ନିର୍ବାଚନ ପ୍ରଚାର ବେଳେ ଦାୟିତ୍ୱ ଗ୍ରହଣ କରିବାର କେଇ ଘଣ୍ଟା ମଧ୍ୟରେ ଏହାକୁ ଖୋଲାଯିବ ବୋଲି ଭାଜପା ପ୍ରତିଶ୍ରୁତି ଦେଇଥିଲା। ଶେଷରେ ତାହା ହୋଇଛି। ସକାଳେ ମଙ୍ଗଳ ଆଳତି ପରେ ଶ୍ରଦ୍ଧାଳୁଙ୍କ ପାଇଁ ଦ୍ୱାରଗୁଡ଼ିକୁ ଖୋଲା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ପାକିସ୍ତାନରେ ହଇଚଇ: ଶେହବାଜ ମେଡିକାଲରେ ଭର୍ତ୍ତି, ପ୍ରେସକିପଶନରୁ ମିଳିଲା ସାଂଘାତିକ ତଥ୍ୟ!

ଇସଲାମାବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ଟ୍ରମ୍ପ ବିରୋଧୀ ମାର୍କ କାର୍ନିଙ୍କ ଜବରଦସ୍ତ ବିଜୟ: ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ଲିବରାଲ ପାର୍ଟି ଜିତିବାରେ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି ମାର୍କ କାର୍ନି ଅଭିନନ୍ଦନ ଜଣାଇଛନ୍ତି।...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

Pahalgam Attack: ପୁଣି ଭାଇରାଲ ହେଲା ଆକ୍ରମଣର ଛାତିଥରା ଭିଡିଓ, ଦେଖିଲେ ଥରି ଉଠିବେ…

ନୂଆଦିଲ୍ଲୀ,୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମ ଅଞ୍ଚଳରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଏକ ଭୟଙ୍କର ଆତଙ୍କବାଦୀ ହମଲାରେ ୨୬ ଜଣ ପର୍ଯ୍ୟଟକଙ୍କ ଜୀବନ ହରାଇଥିବା...

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ...

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାହାଡାଗୁଡ଼ା ଗ୍ରାମ ବୁଲାଣି ରାସ୍ତାକଡରୁ ମଙ୍ଗଳବାର ସକାଳେ ପାଟପୁର ପୋଲିସ ଜଣେ ଯୁବକଙ୍କ...

ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀଙ୍କ ଉପରେ ଭାରତର ବଡ଼ ଆକ୍ସନ! ଦେଉଥିଲେ ପରମାଣୁ ବୋମାର ଧମକ

ନୂଆଦିଲ୍ଲୀ,୨୯।୪: ୨୨ ଏପ୍ରିଲରେ ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri