ବିଶ୍ବସ୍ତରୀୟ ହେବ ପୁରୀ ଷ୍ଟେଶନ: ରଥଯାତ୍ରା ଲାଗି ଚାଲିବ ୨୦୫ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୨୧। ୬: ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ପୁରୀ ବିଶ୍ବସ୍ତରୀୟ ଷ୍ଟେଶନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ୩୬୪ କୋଟି ଟଙ୍କାର ପ୍ରକଳ୍ପ କାମ ଦୁଇ ବର୍ଷ ମଧ୍ୟରେ ଶେଷ ହେବ । ବିଶସ୍ତରୀୟ ଷ୍ଟେଶନ ବିଲ୍‌ଡିଂ ସହ ବଡ ଯାତ୍ରୀ ନିବାସ ନିର୍ମାଣ ସ୍ଥାପତ୍ୟ କଳା ଅନୁଯାୟୀ ଡିଜାଇନ୍‌ ଯୋଜନା ପ୍ରସ୍ତୁତ ହୋଇଛି। ୨୦୦ରୁ ୩୦୦ କିଲୋମିଟର ବାତ୍ୟା ସହନଶୀଳ ବିଲ୍‌ଡିଂ ନିର୍ମାଣ ହେବ।
ପୁରୀରେ ଏୟାରପୋର୍ଟ ହେଉଥିବାରୁ ପୁରୀ-ଭୁବନେଶ୍ବର ପାଇଁ ଟ୍ରେନ୍‌ ଚଳାଚଳ କରାଯିବ। ରଥଯାତ୍ରା ପାଇଁ ୨୦୫ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ ସହ ମୋବାଇଲ ଟିକେଟ୍‌ ବ୍ୟବସ୍ଥା କରାଯିବ ବୋଲି ରେଳ ମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri