ମହଣ ମହଣ ସୁନାରେ ଝଲସିଲେ ମହାପ୍ରଭୁ

ପୁରୀ ଅଫିସ୍‌,୧୦।୭: ରବିବାର ସିଂହଦ୍ୱାର ସମ୍ମୁଖରେ ରଥାରୁଢ ଦାରୁଦିଅଁଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଝଲସିଛନ୍ତି ବିଶ୍ୱନିୟନ୍ତା। ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହୋଇଛି ଏହି ଦୁର୍ଲଭ ବେଶ। ହୋପ୍ରଭୁଙ୍କ ଏହି ବେଶକୁ ଲକ୍ଷ ଲକ୍ଷ ଭକ୍ତ ଦର୍ଶନ କରିଛନ୍ତି।
ବିଭିନ୍ନ ନୀତି ପରେ ଠାକୁରଙ୍କ ସ୍ବର୍ଣ୍ଣ ଅଳଙ୍କାର ରଥ ନିକଟକୁ ବିଜେ କରାଯାଇଥିଲା। ବିଗ୍ରହମାନଙ୍କୁ ସ୍ବର୍ଣ୍ଣ, ରୂପା ଆଦି ମୂଲ୍ୟବାନ ଧାତୁଖଚିତ ଅଳଙ୍କାରରେ ସଜ୍ଜିତ କରିଥିଲେ ଦଇତାପତି। ଶ୍ରୀବିଗ୍ରହମାନେ ଶ୍ରୀମସ୍ତକରେ କିରୀଟ, ଗଳାରେ ମାଳା, ଓଡ଼ିଆଣୀ, କାନକୁଣ୍ଡଳ ଆଦି ଧାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri