ଆଜି ପବିତ୍ର ରଥଯାତ୍ରା: ପହଣ୍ଡି ଆରମ୍ଭ

ପୁରୀ ଅଫିସ୍‌,୧୨।୭: ମହାପ୍ରଭୁଙ୍କ ଆଜି ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ଗତବର୍ଷ ପରି ଏବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ରଥଯାତ୍ରା। ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ଶେଷ ହୋଇଥିବା ବେଳେ ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ସମାପ୍ତ ହୋଇଛି। ଏହାପରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ। ପ୍ରଥମେ ସୁଦର୍ଶନ ଏବଂ ପରେ ବଳଭଦ୍ରଙ୍କୁ ପହଣ୍ଡି କରି ରଥକୁ ନିଆଯାଇଛି। ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଶ୍ରୀଜିଉ। ସୂଚନାଯୋଗ୍ୟ, ଶୃଙ୍ଖଳିତ ଯାତ୍ରା ପାଇଁ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇ ପ୍ରାୟ ୬୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri