Odisha Elections 2024

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ ଶୋଭାଯାତ୍ରାରେ ନିଜ ଦଳୀୟ ସମର୍ଥକଙ୍କ ସହ ଆସି କଟକ ସଦର ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ଭରିଛନ୍ତି। ରାଜ୍ୟରେ ଏଥର ପରିବର୍ତ୍ତନ ହେବା ସହ ବାରବାଟୀ କଟକର ବିକାଶ ପାଇଁ ଭାଜପା ଉପରେ ଭୋଟର ଆସ୍ଥା ପ୍ରକଟ କରି ଫୁଲ ଫୁଟିବ ବୋଲି କହିଛନ୍ତି ପୂର୍ଣ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ପରିବାରକୁ ଗୋଟିଏ ନଳକୂପ

ଝରିଗାଁ,୧୯।୫(କିଶୋର ଚନ୍ଦ୍ର ମଣ୍ତଳ)ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ପାନୀୟ ଜଳ ସଙ୍କଟ ଦେଖା ଦେଉଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଦାବି ଜଣାଇଲେ ମଧ୍ୟ...

୧୦୦ ପିଲାଙ୍କୁ ୨ ଶିକ୍ଷକ

ଉମରକୋଟ, ୧୯।୫(ସନ୍ତୋଷ ଶତପଥୀ)ରାଜ୍ୟ ସରକାର ଅନୁସୂଚିତ ଜାତି ଜନଜାତିଙ୍କ ଉନ୍ନତି ପାଇଁ ଯୋଜନା କରୁଛନ୍ତି। କିନ୍ତୁ ପିଲାଙ୍କ ପାଠପଢ଼ା ଚୁଲିକୁ ଯିବାକୁ ବସିଲାଣି। ପିଲାଙ୍କୁ ଉନ୍ନତ...

ରାଜନୈତିକ ନୁହେଁ, ନ୍ୟାୟ ପାଇଁ ଲଢ଼େଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା)ପୁରୁଷ କମିଶନ ଗଠନ ପାଇଁ ଦୀର୍ଘବର୍ଷ ଧରି ଦାବି କରୁଥିବା ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ଉତ୍ତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ବିଧାନସଭା ଆସନ ପାଇଁ...

ଆସିକାର ବିକାଶ ଶୀର୍ଷ ଛୁଇଁବ: ମଞ୍ଜୁଳା

ଆସିକା/ବ୍ରହ୍ମପୁର,୧୯ା୫(ସୁରେନ୍ଦ୍ରନାଥ ସାହୁ/ଅଶୋକ କୁମାର ସାହୁ):ଆସନ୍ତା ୨୦ ତାରିଖରେ ଆସିକା ସଂସଦୀୟ କ୍ଷେତ୍ର ଓ ଏହା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେବ।...

ରାସ୍ତା କାମ ଅଧାରୁ ଛାଡ଼ି ଠିକାଦାର ଛୁ’

ପାଣିକୋଇଲି,୧୯ା୫(ବିକାଶ ମଲ୍ଲିକ)ଅମୃତିଆଠାରୁ ପାଣିକୋଇଲି-ରଗଡ଼ି ପୂର୍ତ୍ତ ବିଭାଗ ରାସ୍ତା ଏବେ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ପୂର୍ବରୁ ପାଣିକୋଇଲି ରଗଡ଼ି ପୂର୍ତ୍ତ ବିଭାଗ ରାସ୍ତାଠାରୁ ଅମୃତିଆ ଗ୍ରାମ ପର୍ଯ୍ୟନ୍ତ...

‘ପ୍ରତିଶ୍ରୁତି ନାହିଁ ତ ଭୋଟ ନାହିଁ’ ଚେତାବନୀ

ରସୁଲପୁର,୧୯ା୫(ରଞ୍ଜିତ ରାଉତ)ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା, ଗନ୍ଧଣ, ବଡ଼କଇଞ୍ଚି, ଟିକରପଡ଼ା, ରସୁଲପୁର ଓ ରାହାମ୍ବା ୬ ପଞ୍ଚାୟତର ଜୀବନରେଖା ହେଉଛି ମୂଳ ଖରସ୍ରୋତା ନଦୀ। ଏହି...

ଉନ୍ନୟନ ନାଁରେ ବଳିପଡୁଛି ଗଛ, ବଢୁଛି ତାପମାତ୍ରା

ପଟ୍ଟାମୁଣ୍ଡାଇ,୧୯ା୫(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜନବସିତ ବୃଦ୍ଧି ସାଙ୍ଗକୁ ଉନ୍ନୟନ ନଁାରେ ଦୈନିକ ଶତାଧିକ ଗଛ ବଳିପଡୁଛି। ବିକାଶ ଆଳରେ ଦୈନିକ ବନ କ୍ଷୟ...

ନିର୍ବାଚନ ଆସିଲେ ଶିଳ୍ପ କଥା ମନେପଡ଼େ

କେନ୍ଦ୍ରାପଡ଼ା, ୧୯ା୫(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିଯୋଗୁ ଯୁବବର୍ଗଙ୍କୁ କର୍ମନିଯୁକ୍ତି ସହ ଜିଲାର ଅର୍ଥନୀତି ଚଳଚଞ୍ଚଳ ହୁଏ। ଏଥିପାଇଁ କେନ୍ଦ୍ର ସରକାରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri