ସ୍ବାୟତ୍ତ ଶାସନ ଦିବସ: ସହରରେ କାର୍ଯ୍ୟକ୍ଷମ ହେଲା ୧୧୦ସିସି କ୍ୟାମେରା

ପୁରୁଷୋତ୍ତମପୁର ୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ପୌରୋହିତ୍ୟର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରଥମେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ପତାକା ଉତ୍ତୋଳନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବିଧାୟିକ ସୂର୍ଯ୍ୟମଣି ବୈଦ୍ୟ, ଗଞ୍ଜାମ ଜିଲାପାଳ ଦିବ୍ୟଜୋତି ପରିଡ଼ା ଯୋଗଦେଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିଥିଲେ।

ବିଶେଷ କରି ଅପରାଧୀଙ୍କୁ ସାବାଡ କରି ସେମାନଙ୍କୁ ଠାବ କରିବା ଏବଂ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ଚିହ୍ନଟ ଲାଗି ସହରର କନକାଠାରୁ କୁମାରୀ ପର୍ଯନ୍ତ ଲଗାଯାଇଥିବା ୧୧୦ଟି ସିସି କ୍ୟାମେରାକୁ କାର୍ଯ୍ୟକାରୀ କରାଯାଇଥିଲା। ଗଞ୍ଜାମ ଜିଲାରେ ପ୍ରଥମ କରି ପୁରୁଷୋତ୍ତମପୁର କାଳୀମନ୍ଦିର ଛକଠାରେ, ଶହେ ଫୁଟ ଉଚ୍ଚତାରେ ଏକ ବିରାଟ ଜାତୀୟ ପତାକା ଲଗାଯାଇଥିଲା। ଏହାସହ ମିଶନଶକ୍ତି କାଫେ ଆଦି ବହୁ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ କରାଯାଇଥିଲା। ଏହି ଅବସରେ ଗଣମାଧ୍ୟମ ପ୍ରତିନିଧି, ବରିଷ୍ଠ ନାଗରିକ, ମିଶନ ଶକ୍ତି ଏବଂ ଛାତ୍ରୀଛାତ୍ରଙ୍କୁ ସମ୍ମାନିତ କରିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା।

ଏହି ଅବସରରେ କେତେଜଣ କାଉନସିଲର ତାଙ୍କୁ ଏନ୍‌ଏସି ପକ୍ଷରୁ ଅଣଦେଖା କରାଯାଉଥିବା ଅଭିଯୋଗ କରି ମଞ୍ଚ ଉପରକୁ ଯିବା ପରିବର୍ତ୍ତେ ତଳେ ବସି ପ୍ରତିବାଦ କରି ସଭାଛାଡି ଚାଲିଯାଇଥିଲେ। ଅଣଦେଖା କରାଯାଉଥିବା ଅଭିଯୋଗ କରି ମଞ୍ଚ ଉପରକୁ ଯିବା ପରିବର୍ତ୍ତେ ତଳେ ବସି ପ୍ରତିବାଦ କରି ସଭାଛାଡି ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?