ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: କେଦାରନାଥ ସଭାପତି, ପ୍ରକାଶ ଚନ୍ଦ୍ର ହେଲେ ସମ୍ପାଦକ

ପୁରୁଷୋତ୍ତମପୁର, ୨୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ନିର୍ବାଚନ ଅଧିକାରୀ ରବୀନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ଶନିବାର ଶେଷ ହୋଇଛି। ସମସ୍ତ ପ୍ରାର୍ଥି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଆନୁଷ୍ଠାନିକ ଭାବେ ଘୋଷଣା ହୋଇଛି। ଏଥିରେ ସଭାପତି ଭାବେ କେଦାରନାଥ ପଟ୍ଟନାୟକ, ଉପ ସଭାପତି ଭାବେ ସୀମାଞ୍ଚଳ ସେଠୀ, ସମ୍ପାଦକ ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ଓ ସହ ସମ୍ପାଦକ ଭାବେ ପାଣ ବେହେରା ନିର୍ବାଚିତ ହୋଇଛନ୍ତି। ଏହି ଅବସରରେ ନବ ନିର୍ବାଚିତ ସଭାପତି ଓ ସମ୍ପାଦକ ସଂଘର ବିକାଶ ସହ ସବ୍‌ ଜଜ କୋର୍ଟ ପ୍ରତିଷ୍ଠା ଲାଗି ପଦକ୍ଷେପ ନେବାକୁ ପ୍ରକାଶକରି ସମସ୍ତ ସଭ୍ୟଙ୍କ ସହଯୋଗ ଲୋଡିଛନ୍ତି। ଏଥିସହ ଅଞ୍ଚଳର ସାମୁହିକ କାର୍ଯ୍ୟ ଓ ଜନସାଧାରଣଙ୍କୁ ସାହାଯ୍ୟ ଯୋଗାଇ ଦେବାକୁ ଓକିଲ ସଂଘ ଆଗେଇ ଆସିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରୁ ପଡି ଯୁବକ ଗୁରୁତର

ଯାଜପୁର ରୋଡ,୧୪ା୧୦(ନି.ପ୍ର.):  ଯାଜପୁର ରୋଡ ଷ୍ଟେଶନ ନିକଟରେ ରବିବାର ଜଣେ ଯୁବକ ଟ୍ରେନ୍‌ରୁ ଖସି ପଡି ଗୁୁରୁତର ହୋଇଛନ୍ତି। ଯୁବକ ଜଣଙ୍କ ବିହାର ରାଜ୍ୟର ଶୁମନ୍ତ...

ଘାଟିରେ ଅଟୋ ଓଲଟି ୩ ଗୁରୁତର

ଦାରିଙ୍ଗବାଡି/ବ୍ରାହ୍ମଣୀଗଁ।,୨୩।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗଁ। ଥାନା ପୁଇଗୁଡା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ...

ଶୀତରେ ବି ପିଇବା ପାଣି ଚିନ୍ତା

ଦଶମନ୍ତପୁର,୨୮।୧୧(ଡି.ଏନ୍‌.ଏ.) ଦଶମନ୍ତପୁର ବ୍ଲକ ଲୁଲ୍ଲା ପଞ୍ଚାୟତ ଦୋଲଦୋଲା ଗ୍ରାମରେ ୨ ମାସ ହେବ ଗାଁ ଲୋକେ ବୁନ୍ଦାଏ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ଗାଁରେ ୫୦...

କୋଭିଡ୍‌ ଯୋଦ୍ଧାଙ୍କ ମୃତ୍ୟୁ ପରେ ପୁଅ ହେଲେ ସରପଞ୍ଚ

ଜୁନାଗଡ଼,୨୫।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡ଼ା ପଞ୍ଚାୟତ ଉପନିର୍ବାଚନର ଗୁରୁବାର ଫଳାଫଳ ଘୋଷଣା ହୋଇଛି। ଭଇଁରୀଗୁଡ଼ାର ନୂତନ ସରପଞ୍ଚ ଭାବେ ମୃତ କୋଭିଡ୍‌ ଯୋଦ୍ଧା...

ଗର୍ଭବତୀଙ୍କୁ ମରଣାନ୍ତକ ଆକ୍ରମଣ: ଭିଡିଓ ଭାଇରାଲ

ଭଦ୍ରକ ଅଫିସ, ୧୩।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିରୋଳି ଶାସନ ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ରବିବାର ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର କିଛି...

ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ସ୍ଥାପନ ଘଟଣା: ଅଭିଯୁକ୍ତଙ୍କୁ ୬ମାସ କାରାଦଣ୍ଡାଦେଶ

ବାଲିଗୁଡ଼ା,୫।୧୦.(ଡି.ଏନ୍‌.ଏ.): ଜଣେ ଦିନମଜୁରିଆ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗର ବିଚାରକରି ବାଲିଗୁଡ଼ା ଏସ୍‌ଡିଜେଏମ୍‌ ସୌମ୍ୟ ସ୍ବରୂପ ସାହୁ ସାରଙ୍ଗଗଡ଼...

ବ୍ରହ୍ମଗିରିରେ ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାର

ବ୍ରହ୍ମଗିରି,୨୫। ୩ (ଡି.ଏନ.ଏ): ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ଏହାପରେ ରାଜ୍ୟ ସରକାର କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଡାଲି, ଚାଉଳ,...

ଆଜି ସରିବ ଯାତ୍ରା, ନିଜସ୍ବ ମନ୍ଦିରକୁ ବାହୁଡ଼ିବେ ମା’

ବ୍ରହ୍ମପୁର ଅଫିସ,୨୯ା୪-ମାସାଧିକ ସମୟ ଧରି ଅନୁଷ୍ଠିତ ହୋଇଥିବା ବ୍ରହ୍ମପୁର ପ୍ରସିଦ୍ଧ ମା’ ବୁଢୀଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ସୋମବାର ଶେଷ ହେବ।   ରବିବାର ଥିଲା ମା’ଙ୍କ ଯାତ୍ରାର...

Advertisement


Archives

Model This Week