ଦୁର୍ବୃତ୍ତଙ୍କ ଟାର୍ଗେଟରେ ପୁରୁଷୋତ୍ତମପୁର ଓକିଲ ସଂଘ କାର୍ଯ୍ୟାଳୟ: ଭାଙ୍ଗିଲେ ଲକ୍ଷାଧିକ ଟଙ୍କାର ଆସବାବପତ୍ର

ପୁରୁଷୋତ୍ତମପୁର,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦିନକୁ ଦିନ ଲୁଟ୍‌ ବଢ଼ି ଚାଲିଛି। ଲୁଟେରାମାନେ ସକ୍ରିୟ ହୋଇ ଚୋରି, ଡକାୟତି ଲୁଟପାଟ କରୁଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ପରିସରରେ ଥିବା ଓକିଲ ସଂଘ କାର୍ଯ୍ୟାଳୟକୁ ଟାର୍ଗେଟ କରିଛନ୍ତି। ରବିବାର ରାତିରେ ଦୁର୍ବୃତ୍ତମାନେ ଓକିଲ ସଂଘ କାର୍ଯ୍ୟାଳୟ ତାଲା ଭାଙ୍ଗି ପଶିଥିଲେ। ପରେ ଏସି, ଟିଭି ,ଆଲମାରି ସହ ଆସବାବପତ୍ର ଭଙ୍ଗାରୁଜା କରି ନଷ୍ଟ କରିଦେଇଛନ୍ତି । ଏ ନେଇ ସୋମବାର ଓକିଲ ସଂଘ ପକ୍ଷରୁ ଅଧ୍ୟକ୍ଷ କେଦାରନାଥ ପଟ୍ଟନାୟକ ସ୍ଥାାନୀୟ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପରେ ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ ଓ ଏଏସ୍‌ଆଇ ଏ .ନାଗେଶ୍ବର ରାଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ପାର୍ସଲକୁ ନେଇ ଲୋକେ ଆତଙ୍କିତ

ବିନିକା,୨୪।୩(ଡି.ଏନ୍‌.ଏ.)-କରୋନା ଭାଇରସ୍‌ ନେଇ ବିଶ୍ୱବାସୀ ଆତଙ୍କିତ ଥିବା ବେଳେ ଭାରତ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ମଙ୍ଗଳବାର ସୁବର୍ଣ୍ଣପୁର ଜିଲାର ବିନିକା ଉପ...

ଚର୍ଚ୍ଚାରେ ସୌମ୍ୟବ୍ରତଙ୍କ ପେନ୍‌ସିଲ୍‌ ଆର୍ଟ

ଢେଙ୍କାନାଳ ଅଫିସ, ୧୪।୧୦ – କେଉଁଠି ରାମାୟଣର ଚରିତ୍ର ତ ଆଉ କେଉଁଠି ଦେବଦେବୀଙ୍କ ପ୍ରତିକୃତି। ବଲିଉଡ୍‌ଠାରୁ ଆରମ୍ଭ କରି ଟଲିଉଡ୍‌। ମେଗାଷ୍ଟାର ଅମିତାଭ ବଚ୍ଚନଙ୍କଠୁ...

ପ୍ୟାକେଜ ନାଁରେ ଭୁଅଁା ବୁଲାଉଛନ୍ତି

ପୁରୀ ଅଫିସ,୪ା୯ : ଶ୍ରୀମନ୍ଦିର ମେଘନାଦ ପାଚେରି ୭୫ମିଟର ପରିଧିରେ ଆସୁଥିବା ନିର୍ମାଣାଧୀନ କୋଠା ଭଙ୍ଗାଯିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ...

ବ୍ରହ୍ମପୁର ୭ ୟୁପିଏଚ୍‌ସିକୁ କାୟାକଳ୍ପ ପୁରସ୍କାର : ଆଗାସାହି ରାଜ୍ୟରେ ପ୍ରଥମ ଆସ୍କାରୋଡ, ବୈକୁଣ୍ଠନଗର ଦ୍ୱିତୀୟ ଶ୍ରେଷ୍ଠ ୧୫ ମଧ୍ୟରେ ୪ ୟୁପିଏଚ୍‌ସି

ବ୍ରହ୍ମପୁର ଅଫିସ,୧ା୩ – ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କାୟାକଳ୍ପ ପୁରସ୍କାର ମଙ୍ଗଳବାର ଘୋଷଣା କରାଯାଇଛି। ଚଳିତ...

ନକଲି ପ୍ରଦୂଷଣ ଯାଞ୍ଚ ପ୍ରମାଣପତ୍ର କାରବାର: ୩ ଗିରଫ

ରାଇରଙ୍ଗପୁର,୯।୯(ଡି.ଏନ.ଏ.)-ନୂଆ ମୋଟର ଯାନ ଆଇନ ଲାଗୁ ପରେ ବିଭିନ୍ନ ଗାଡିର ନକଲି ପ୍ରମାଣପତ୍ର କାରବାର ବୃଦ୍ଧି ପାଇଛି। ଗାଡି ଚାଳକଙ୍କୁ ନକଲି ପ୍ରଦୂଷଣ ଯାଞ୍ଚ ପ୍ରମାଣପତ୍ର...

ଶିକ୍ଷକଙ୍କ ବଦଳି ଓ ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ: ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ଓହରିଲେ

ଖୁଣ୍ଟା,୧୭ା୯(ଡି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଶିକ୍ଷା ବିଭାଗରେ କିଛି ଦିନ ହେଲା ଶିକ୍ଷକ ବଦଳି ଓ ନିଯୁକ୍ତିକୁ ନେଇ ଅଧିକାରୀମାନଙ୍କୁ ବେଶ ନାକେଦମ୍‌ ହେବାକୁ ପଡ଼ିଛି। ଜଣେ...

ନୂତନ ଜ୍ଞାନକୌଶଳରେ ମତ୍ସ୍ୟଚାଷ ଲାଗି ଆହ୍ବାନ

ବାଲେଶ୍ୱର ଅଫିସ, ୧୫।୧୧- ନୂତନ ଜ୍ଞାନକୌଶଳ ମାଧ୍ୟମରେ ମତ୍ସ୍ୟଚାଷ କଲେ ଚାଷୀମାନେ ଅଧିକ ଲାଭବାନ ହୋଇପାରିବେ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ,...

କ୍ଷୁଦ୍ର ବ୍ୟବସାୟୀଙ୍କଠାରୁ ଜରିମାନା ଆଦାୟ: ବଣିକ ସଂଘ ପକ୍ଷରୁ ନିନ୍ଦା

ଗଞ୍ଜାମ, ୩।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ମଧ୍ୟରେ ଥିବା ବଡ ବଜାର ଓ ସାନ ବଜାରରେ କ୍ୟାବିନ ଓ ଉଠା ଦୋକାନୀମାନେ ଦୀର୍ଘବର୍ଷ ହେବ ନିଜର ବ୍ୟବସାୟ...

Coronavirus Update

Archives

Model This Week

Why Dharitri