ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ, ୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ପୁରୁଷୋତ୍ତମପୁର,୯ା୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ସୋମବାର ଶେଷହୋଇଛି । ସମସ୍ତ ପ୍ରାର୍ଥୀମାନେ ନିଜନିଜର ପ୍ରସ୍ତାବକ ଓ ସମର୍ଥକଙ୍କ ଗହଣରେ ଆସି ନିର୍ବାଚନ ଅଧିକାରୀ ପ୍ରମୋଦକୁମାର ବେହେରାଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ସଭାପତି ପଦବୀ ଲାଗି ପ୍ରକାଶଚନ୍ଦ୍ର ତ୍ରୀପାଠି ଓ ସ୍ବରାଜ୍ଯ ପାଣିଗ୍ରାହୀ, ଉପ ସଭାପତି ଅଶୋକ କୁମାର ମହାଙ୍କୁଡ ଓ ଦୂର୍ଗାଚରଣ ଦାଶ ସଂପାଦକଭାବେ ଅମ୍ରେଶ ତ୍ରୀପାଠି, ପ୍ରଭାତକୁମାର ପଟ୍ଟନାୟକ ଓ ରବିନ୍ଦ୍ରକୁମାର ସାହୁ ଏବଂ ସହ ସଂପାଦକ ଭାବେ ରାମଚନ୍ଦ୍ର ଆଚାର୍ଯ୍ଯ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହାର ଯାଞ୍ଚ ପ୍ରକ୍ରିଆ ୧୧ ତାରିଖରେ ରହିଥିବା ବେଳେ ୧୩ ତାରିଖ ପ୍ରାଥିପତ୍ର ପ୍ରତ୍ଯାହାର ରହିଥିବା ନେଇ ନିର୍ବାଚନ ଅଧିକାରୀ ପ୍ରମୋଦକୁମାର ବେହେରା କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri