ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: କୃଷ୍ଣଚନ୍ଦ୍ର ସଭାପତି, ରବିନ୍ଦ୍ର ସମ୍ପାଦକ

ପୁରୁଷୋତ୍ତମପୁର,୨୯।୩ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ରୂପେ କୃଷ୍ଣଚନ୍ଦ୍ର ଗୌଡ ତାଙ୍କ ପ୍ରତିଦ୍ୱନ୍ଦ୍ୱି ସ୍ବରାଜ୍ୟ ପାଣିଗ୍ରାହୀଙ୍କୁ ପରାସ୍ତ କରି ସଭାପତି ରୂପେ ବିଜୟୀ ହୋଇଛନ୍ତି। ସେହିପରି ଉପ ସଭାପତି ଭାବେ ଅଶୋକକୁମାର ମହାକୁଡଙ୍କୁ ପରାସ୍ତ କରି ଦୂର୍ଗାଚରଣ ଦାଶ ବିଜୟୀ ହୋଇଛନ୍ତି। ସମ୍ପାଦକ ପଦବୀ ଲାଗି ୪ ଜଣ ପ୍ରାର୍ଥୀ ରବିନ୍ଦ୍ର କୁମାର ସାହୁ, ସଦାଶିବ ପଣ୍ଡା, ଅମରେଶ ତ୍ରିପାଠୀ ଓ ରାମଚନ୍ଦ୍ର ଆଚାର୍ଯ୍ୟ ପ୍ରତିଦ୍ବନ୍ଦ୍ୱିତା କରୁଥିବା ବେଳେ ସେଥିମଧ୍ୟରୁ ରବିନ୍ଦ୍ର କୁମାର ସାହୁ ବିଜୟୀ ହୋଇଛନ୍ତି। ସହ ସମ୍ପାଦକ ଭାବେ କେ. ଶଶାଙ୍କ ଶେଖର ରାଓ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏହାକୁ ନିର୍ବାଚନ ଅଧିକାରୀ ଭାବେ ବରିଷ୍ଠ ଓକିଲ ବାସୁଦେବ ଜେନା ରହି ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri