ପୁରୁଷୋତ୍ତମପୁର ଏନ୍‌ଏସିର ୩ ୱାଡ୍‌କୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା, ରାସ୍ତା ସିଲ୍

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ୫ ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି। ଏହାପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ୩ଟି ଓ୍ବାଡ୍‌କୁ କଣ୍ଟେଟମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛନ୍ତି। ଏହି କଣ୍ଟେଟମେଣ୍ଟ ଜୋନ୍‌ରେ ୱାଡ ନଂ. ୨ ର ହାଡିସାହି, ୱାଡ ନଂ. ୭ ପୁରୁୁଣା ପୋଷ୍ଟ ଅଫିସ ସାହି, ଓ୍ବାର୍ଡ ନଂ. ୧୨ ର ଋକୁଣି ନଗର ରହିଛି। ସେହିପରି ଏହି କଣ୍ଟେଟମେଣ୍ଟ ଜୋନର ନିକଟବର୍ତ୍ତୀ ଓ୍ବାଡ୍‌ ନଂ. ୩ର ଗଡ଼ସାହି, ୱାଡ୍‌ ନଂ. ୮ ରାଧାକାନ୍ତ ସାହିକୁ ବଫର ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏହାକୁ ମାଜିଷ୍ଟ୍ରେଟଙ୍କ ଦାୟିତ୍ୱରେ ତହସିଲଦାର ଅରୁଣ କୁମାର ନାୟକ ଏନ୍‌ଏସି ନିର୍ବାହୀ ଅଧିକାରୀ ଏ ନାଗେଶ୍ବର ରାଓ ଉପସ୍ଥିତରହି ଏହି ସମସ୍ତ କଣ୍ଟେଟମେଣ୍ଟ ଜୋନ୍‌ ୱାଡର ସାହିଗୁଡ଼ିକୁ ସଂଯୋଗ କରୁଥିବା ମୂଖ୍ୟ ରାସ୍ତା ମାନଙ୍କରେ ବ୍ୟାରିକେଟକରି ସମ୍ପୂର୍ଣ୍ଣ ରୁପେ ସିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତା ଆକ୍ରମଣରେ ଦୁଇ ଆହତ

ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି...

ଗଞ୍ଜାମ ଜିଲାରେ ବିଜେଡିର ବାଜିମାତ୍‌: ୨ ଲୋକ ସଭା, ୧୨ ବିଧାନସଭା ଆସନ ଦଖଲ

ବ୍ରହ୍ମପୁର ଅଫିସ,୨୫ା୫- ଗଞ୍ଜାମ ଜିଲା ରାଜନୀତିରେ ପୁଣି ବିଜେଡି ବାଜିମାତ କରିଛି। ଦୁଇ ଲୋକ ସଭା ଆସନ ପୁନର୍ବାର ଦଖଲ କରିଥିବା ବେଳେ ୧୩ ବିଧାନସଭା...

ତହସିଲଦାରଙ୍କ ଅଚାନକ ଶେରଗଡ଼ ମେଡିକାଲ, ବିଇଓ କାର୍ଯ୍ୟାଳୟ ପରିଦର୍ଶନ: କାର୍ଯ୍ୟାଳୟରେ କର୍ମଚାରୀ ଅନୁପସ୍ଥିତ ନେଇ ଖୁବ୍ଧ

ଶେରଗଡ଼,୫ା୭(ଡି.ଏନ.ଏ.)- ଶେରଗଡ଼ ମେଡିକାଲ ଓ ଶିକ୍ଷା ବିଭାଗରେ ବହୁ ଅବ୍ୟବସ୍ଥା ଲାଗି ରହିଥିବା ଗଞ୍ଜାମ ଜିଲାପାଳଙ୍କ ନିକଟରେ ଖବର ପହଞ୍ଚତ୍ ଥିଲା। ଏନେଇ ତୁରନ୍ତ ତଦନ୍ତ...

ଗଞ୍ଜାମ ଜିଲା ୨୦୧୯ ନିର୍ବାଚନ: ଦଳବଦଳ ପ୍ରାର୍ଥୀଙ୍କ ବଢ଼ିଛି ଚିନ୍ତା

ବ୍ରହ୍ମପୁର ଅଫିସ,୨୮ା୪-ଗଞ୍ଜାମ ଜିଲାରେ ୨୦୧୯ ସାଧାରଣ ନିର୍ବାଚନ ଦୁଇ ପର୍ଯ୍ୟାୟରେ ସରିଯାଇଛି। ଫଳାଫଳ ଘୋଷଣାକୁ ୨୫ ଦିନ ବାକି ରହିଛି। ଦଳ ବଦଳ କରି ମଇଦାନକୁ...

ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍‌ ନିୟମ

ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍‌ଡାଉନ ନିୟମ...

୧୬ ହଜାର ଟଙ୍କା ପାଇଁ ବୃଦ୍ଧଙ୍କୁ ପିଟି ପିଟି ମାରିଦେଲେ ଲୋକେ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗାଁର ଭାଲୁଘରା ସାହିର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହକୁ ଶନିବାର ପୋଲିସ...

‘ରାଇବଣିଆ ଦୁର୍ଗର ପୁନରୁଦ୍ଧାର ଲାଗି ଉଦ୍ୟମ କରାଯିବ’

ଜଳେଶ୍ୱର, ୧୪।୭(ଡି.ଏନ.ଏ.)-ପର୍ଯ୍ୟଟନ, ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଶନିବାର ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ସୁବର୍ଣ୍ଣରେଖା ଅବବାହିକାରେ ଅବସ୍ଥିତ ଐତିହାସିକ ରାଇବଣିଆ ଦୁର୍ଗ ପରିଦର୍ଶନ...

ଲକ୍‌ ଡାଉନ ସମୟରେ ସହଯୋଗର ହାତ ବଢାଇଲା ଡାକବିଭାଗ

ଭବାନୀପାଟଣା,୨୨।୪(ସ୍ବ.ପ୍ର)- କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଗତ ୨୪ତାରିଖଠୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅନେକ ଗରୀବ ଅସହାୟ ଲୋକଙ୍କ ଜୀବନ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *