ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: ସମସ୍ତେ ନିର୍ଦ୍ୱନ୍ଦରେ ନିର୍ବାଚିତ

ପୁରୁଷୋତ୍ତମପୁର,୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ସୋମବାର ପ୍ରାର୍ଥିପତ୍ର ଦାଖଲ ହୋଇଥିଲା। ଏଥିରେ ସମସ୍ତ ସଭ୍ୟଙ୍କ ସହମତିରେ ନିର୍ବାଚନ ବଦଳରେ କର୍ମକର୍ତ୍ତା ଚୟନ ହୋଇଥିଲା। ଏ ନେଇ ନିର୍ବାଚନ ଅଧିକାରୀ ରବିନ୍ଦ୍ର ବେହେରା ଦିନ ଧାର୍ଯ୍ୟ କରିଥିଲେ। ଏଥିରେ ସଭାପତି ଭାବେ କେଦାରନାଥ ପଟ୍ଟନାୟକ, ଉପ ସଭାପତି ଭାବେ ସୀମାଞ୍ଚଳ ସେଠୀ, ସମ୍ପାଦକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ଓ ସହ ସମ୍ପାଦକ ପାଣ ବେହେରାଙ୍କୁ ମନୋନୀତ କରିଛନ୍ତି। ଏହାକୁ ନିର୍ବାଚନ ଅଧିକାରୀ ଆସନ୍ତା୨୭ ତାରିଖରେ ଆନୁଷ୍ଠାନିକ ଭାବରେ ଘୋଷଣା କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଶାରେ ରହିଗଲା ଆଶାଲତାଙ୍କ ଲାଭ

ବନ୍ତଳା,୧୫ା୧୦(ଦିନେଶ ଦେହୁରୀ): ସ୍ବାମୀଙ୍କ ମୃତ୍ୟୁ ପରେ ପରିବାର ବୋଝ ଉଠାଇବାକୁ ଚାଷକୁ ସାହାରା କରିଥିଲେ ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମର ଆଶାଲତା ପ୍ରଧାନ...

ନାଁକୁ ନିଯୁକ୍ତି

ଶିଳ୍ପ କରିଡର ଭାବେ ପରିଚିତ ଅନୁଗୋଳ ଜିଲାରେ ବଢ଼ୁଛି ବେକାରି ସମସ୍ୟା। ୨୦୧୫ରୁ ୨୦୧୯ ଡିସେମ୍ବର ୩୧ ମଧ୍ୟରେ ଜିଲାରେ ୨୪ ହଜାର ୮୯୫ ଜଣ...

ରେଳବିଭାଗରେ ଚାକିରି ନାଁରେ ଠକେଇ ଘଟଣା: ଜେଲରେ ଥିବା ଅଭିଯୁକ୍ତଙ୍କ ନାମରେ ପୁଣି ମାମଲା

ବ୍ରହ୍ମପୁର ଅଫିସ,୧୫।୫: ରେଳ ବିଭାଗରେ ଚାକିରି ଦେବାକୁ କହି ଟଙ୍କା ଠକେଇ କରି ବିଚାର ବିଭାଗ ହାଜତରେ ଥିବା ଅଭିଯୁକ୍ତ ଗଣେଶ ହୋତାଙ୍କ ନାମରେ ପୁଣି ଦୁଇଟି...

ଧରିତ୍ରୀ ପ୍ରଭାବ: ଅଭିଯୁକ୍ତଙ୍କ ସହ ପୋଲିସର ସେଲ୍ଫି ନେବା ଆଇଆଇସିଙ୍କୁ ପଡିଲା ମହଙ୍ଗା

ପୁରୀ ଅଫିସ,୧୫।୧୦: ଦିଲୀପ ସ୍ବାଇଁ ହତ୍ୟାକାଣ୍ଡର ମୁଖ୍ୟ ଆସାମୀ ମୁନା ଓରଫ ରାଧାମୋହନ ବିଶ୍ୱାଳଙ୍କ ସହ ଚନ୍ଦ୍ରଭାଗା ମେରାଇନ ଥାନାଧିକାରୀ ବୁଲୁ ମୁଣ୍ଡା ସେଲ୍ପି ନେବା...

ସୋବଳାରେ ହାତୀ, ଲୋକେ ଭୟଭୀତ

ମହାକାଳପଡ଼ା,୩୧ା୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ସୋବଳା ଗାଁରେ ରବିବାର ଏକ ହାତୀକୁ ଦେଖି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗତ ୨୮ ତାରିଖରେ ଏହି ହାତୀ...

କୁକୁର କବଳରୁ କୃଷ୍ଣସାର ମୃଗ ଉଦ୍ଧାର

ବୁଗୁଡ଼ା,୨୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ବାଲିପଦର ସେକ୍ସନର କନ୍ଧ ଚନ୍ଦନପେଢ଼ି ଗ୍ରାମରୁ ଏକ ମାଈ କୃଷ୍ଣସାର ମୃଗ ଉଦ୍ଧାର ହୋଇଛି। ଏକ ବୁଲା...

ପାଣି ପାଇଁ ଲୋକେ ହନ୍ତସନ୍ତ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ): ପାଣି ପାଇଁ ଲୋକେ ହନ୍ତସନ୍ତ। ଏଭଳି ଘଟଣା ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦରରେ ଦେଖିବାକୁ ମିଳିଛି । ବ୍ଲକ ସଦର ଇରିକେଶନ...

କୂଳ ଲଙ୍ଘୁଛି ସମୁଦ୍ର

ଗଞ୍ଜାମ,୨୭ା୬(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଗୋଖରକୁଦାଠାରୁ ପ୍ରୟାଗୀ ଏବଂ ଦକ୍ଷିଣରେ ଥିବା ଆର୍ଯୀପଲ୍ଲୀ ପର୍ଯ୍ୟନ୍ତ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘୁଛି। ଏଥିଯୋଗୁ ଋଷିକୁଲ୍ୟା ବେଳାଭୂମି ଅବକ୍ଷୟ ହେବାରେ...

Advertisement
Archives

Model This Week