ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

ପୁରୁଷୋତ୍ତମପୁର,୨୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଡି ଅନ୍ତରି ଗାଁରେ ଥିବା ପ୍ରାଥମିକ ବିଦ୍ୟାଳୟଟିକୁ ସରକାରଙ୍କ ପକ୍ଷରୁ ଉଚ୍ଛେଦ କରିଦିଆଯାଛି। ପାଠ ପଢିବା ଲାଗି କୋମଳମତି ଶିଶୁମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ଏହାକୁ ନେଇ ଶିକ୍ଷା ବିଭାଗୀୟ ଅଧିକାରୀ ଓ ବିଡିଓଙ୍କ ପାଖରେ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ କେହି ଗୁରୁତ୍ୱ ଦେଉନାହାନ୍ତି। ଏହାର ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକମାନେ ମଙ୍ଗଳବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ଦେଇ ତୁରନ୍ତ ବିଦ୍ୟାଳୟ ଖୋଲିବା ଲାଗି ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?