ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ପଦବୀ ମହିଳାଙ୍କ ଲାଗି ସଂରକ୍ଷଣ

ପୁରୁଷୋତ୍ତମପୁର,୧୫ା୧(ଡି.ଏନ୍‌.ଏ): ଗଞ୍ଜାମ ଜିଲାର ୧୪ଟି ଓ୍ବାର୍ଡ ବିଶିଷ୍ଟ ପୁରୁଷୋତ୍ତମପୁର ଏନ୍‌ଏସି ନିର୍ବାଚନ ଲାଗି ଅଧ୍ୟକ୍ଷ ପଦବୀଟି କେବଳ ମହିଳାଙ୍କ ନିମନ୍ତେ ସଂରକ୍ଷଣ ଥିବା ନେଇ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠା ପ୍ରକାଶ ପାଇଛି। ଗତ ୧ା୧ା୧୯୭୩ରେ ଏହି ଏନ୍‌ଏସିଟି ପ୍ରତିଷ୍ଠା ପରଠାରୁ ଦୀର୍ଘ ୪୯ବର୍ଷ ପରେ ପ୍ରଥମଥର କେବଳ ମହିଳାଙ୍କ ପାଇଁ ସଂରକ୍ଷଣ ହୋଇଛି। ୧୯୭୫, ୧୯୮୪,୧୯୯୨ ଓ ୨୦୦୩ ମସିହାରେ ଏହା ଅଣ ସଂରକ୍ଷିତ ରହିଥିବାବେଳେ ୧୯୯୭ ଓ ୨୦୧୩ରେ ପଛୁଆବର୍ଗ ମହିଳାଙ୍କ ଲାଗି ଓ ୨୦୦୮ ମସିହାରେ ଅନୁସୂଚିତ ଜାତି (ଏସି) ବର୍ଗର ବ୍ୟକ୍ତିଙ୍କ ଲାଗି ସଂରକ୍ଷଣ ରହିଥିଲା। ବର୍ତ୍ତମାନ କେବଳ ମହିଳାଙ୍କ ଲାଗି ସରକାରଙ୍କ ପକ୍ଷରୁ ସଂରକ୍ଷଣ କରାଯାଇଥିବାରୁ ଏଥିରେ ସମସ୍ତ ବର୍ଗର ମହିଳା ଅଂଶଗ୍ରହଣ କରିପାରିବା ନେଇ ଆଗ୍ରହ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri