କେସିଙ୍ଗାରେ ପୁଷପୂର୍ଣ୍ଣିମା ପର୍ବ ପାଳନ

କେସିଙ୍ଗା,୧୭।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମାଞ୍ଚଳରେ ଧୁମଧାମରେ ପୁଷପୂର୍ଣ୍ଣିମା ପର୍ବ ସୋମବାର ପାଳନ କରାଯାଇଛି। ପୂର୍ବରୁ ହୋଇ ଆସୁଥିବା ଏହି ପୁଷପୂର୍ଣ୍ଣିମା ପର୍ବରେ କେସିଙ୍ଗା ସହରର ଛୋଟ ବଡ଼ ପିଲାମାନେ ଘରଘର ବୁଲି ଢୋଲ, ନିଶାନ ଆଦି ବାଦ୍ୟ ଯନ୍ତ୍ର ସହିତ ସାଜସଜ୍ଜା ହୋଇ ନାଚ ଗୀତ ପ୍ରଦର୍ଶନ କରିଥିଲେ। ପରେ ବଡମାନଙ୍କୁ ନମସ୍କାର ଜଣାଇ ଆର୍ଶୀବାଦ କାମନା କରିଥିଲେ। ଗ୍ରାମ ଦେବା ଦେବୀଙ୍କୁ କ୍ଷୀରି ପିଠା ଲାଗି ହେବା ପରେ ସମସ୍ତେ ପ୍ରସାଦ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri