ଶ୍ରୀମନ୍ଦିର ଦୋଳବେଦୀ ନିକଟରେ ଠେଲାପେଲା: ଭକ୍ତ ଆହତ

ପୁରୀ,୩।୩: ଶ୍ରୀମନ୍ଦିର ଦୋଳବେଦୀ ନିକଟ ସମ୍ମୁଖ ଦ୍ବାରରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଛି। ଦୋଳବେଦୀକୁ ଚଳନ୍ତି ପ୍ରତିମା ବିଜେ ସମୟରେ ଏହି ଅଘଟଣ ଘଟିଛି। ଉତ୍ତର ପ୍ରଦେଶର ଜଣେ ମହିଳାଙ୍କ ଘାଗରା ଲାଗିଯିବାରୁ ସେ ପଡ଼ି ଯାଇଥିଲେ। ଆହୁରି ୨-୩ ଜଣ ମହିଳା ମଧ୍ୟ ପଡ଼ି ସାମାନ୍ୟ ଆହତ ଥିବା ସୂଚନା ମିଳିଛି। ପୋଲିସ ଆହତ ମହିଳାଙ୍କୁ ହସ୍ପିଟାଲ ନେଇଥିଲା ବେଳେ ଚିକିତ୍ସା ପରେ ସେମାନେ ଡିସଚାର୍ଜ ହୋଇ ଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସଙ୍କଟ: ଏସବୁ ରାଜ୍ୟରେ ବଢିଯିବ ଗ୍ୟାସଦର! ଓଡ଼ିଶାରେ…

ନୂଆଦିଲ୍‌ଲୀ,୧୦।୩: ବର୍ତ୍ତମାନ ପଶ୍ଚିମ ଏସିଆରେ ଚାଲିଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ଯୋଗୁଁ ଭାରତରେ ଏଲପିଜି (LPG) ବା ରନ୍ଧନ ଗ୍ୟାସ ଯୋଗାଣରେ ସମସ୍ୟା ଦେଖାଦେଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି…

ମାର୍ଚ୍ଚ ୧୩ରେ ନିଯୁକ୍ତି ମେଳା: ଶିକ୍ଷିତ ଯୁବତୀ, ଯୁବକଙ୍କ ପାଇଁ ବଡ଼ ସୁଯୋଗ

କେନ୍ଦୁଝର,୧୦।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷିତ ଯୁବତୀ, ଯୁବକମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇବା ଉଦ୍ଦେଶ୍ୟରେ ଆସନ୍ତା ୧୩ରେ ସ୍ଥାନୀୟ ଓଡ଼ିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ ପଡ଼ିଆରେ ଜିଲାସ୍ତରୀୟ…

ଏବେ ହିଁ କରନ୍ତୁ ଗ୍ୟାସ୍‌ ବୁକିଂ, ନ ହେଲେ ଆଉ ୨୫ଦିନ ଯାଏ ମିଳିବନି!…

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ତାପ ଏବେ ଭାରତରେ ଅନୁଭୂତ ହେଉଛି। ତଥାପି, ଭାରତ ସରକାର LPG ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଘରୋଇ…

ବିନା ସୂଚନା ଫଳକରେ ଚାଲିଛି କୋଟିଏ ଟଙ୍କାର କୋଠା ନିର୍ମାଣ: ନିମ୍ନମାନର କାମ ସହ ଶ୍ରମିକଙ୍କୁ ଶୋଷଣ ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି 

କେସିଙ୍ଗା, ୧୦।୩ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଚାଲିଥିବା ନୂତନ କୋଠା ନିର୍ମାଣକୁ ନେଇ ବ୍ୟାପକ ଅନିୟମିତତା ଅଭିଯୋଗ…

ଅଟୋ ପଛରେ ପିଟିହେଲା ବାଇକ୍‌ , ଆଉ ତା’ପରେ..

ଖଜୁରିପଡ଼ା, ୧୦ା୩ ( ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଧୀନ ବାଉଁଶୁଣି ପୋଲରେ ମଙ୍ଗଳବାର ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗୁରୁତର ୩ଜଣ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୦।୩: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଥିବା ମନ୍ତ୍ରୀ କହିଛନ୍ତି।…

ଭୟଙ୍କର ହେଲା ଯୁଦ୍ଧ: ଏଣ୍ଟ୍ରି ମାରିଲା ଅଷ୍ଟ୍ରେଲିଆ, ବିଶ୍ୱରେ ଚହଳ…

ନୂଆଦିଲ୍‌ଲୀ,୧୦।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ୧୧ତମ ଦିନ, ଏବଂ ଏହି ୧୦ ଦିନରେ, ଇସ୍ରାଏଲ ଏବଂ ଇରାନ ସମେତ ପ୍ରାୟ ୧୫ଟି ଦେଶ ଭୟଙ୍କର କ୍ଷୟକ୍ଷତି ଦେଖିଛନ୍ତି।…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଯୁଦ୍ଧକୁ ଡେଇଁଲା ପାକିସ୍ତାନର ବନ୍ଧୁରାଷ୍ଟ୍ର…

ନୂଆଦିଲ୍‌ଲୀ,୧୦।୩: ତୁର୍କୀ ଏବେ ଇରାନ ବିରୋଧରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ମଧ୍ୟପ୍ରାଚ୍ୟ ବିବାଦରେ ସକ୍ରିୟ ଭାବରେ ସାମିଲ ହେବାକୁ ନିଜର ଅଭିପ୍ରାୟ ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri