ପଛରୁ ଠେଲିଲେ ଷ୍ଟାର୍ଟ ହେଉଛି ୧୦୨ ଆମ୍ବୁଲାନ୍ସ

ଗଞ୍ଜାମ,୨୪।୧(ଡି.ଏନ୍‌.ଏ.): ଜନସାଧାରଣଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ୧୦୨ ଓ ୧୦୮ ଗାଡ଼ି ବ୍ୟବସ୍ଥା କରିଛନ୍ତି। ଏହି ଗାଡ଼ିଗୁଡିକ ପରିଚାଳନା ନିମନ୍ତେ ପ୍ରାଇଭେଟ୍‌ ଲୋକଙ୍କୁ ପ୍ରଶାସନ ଟେଣ୍ଡର ଦେଇଛି । ଟେଣ୍ଡର ନେଇଥିବା ବ୍ୟକ୍ତିମାନଙ୍କ ଅପାରଗତା ଏବଂ ଭଙ୍ଗା ଦଦରା ଗାଡ଼ି ବ୍ୟବହାର କରି ପୁଳା ପୁଳା ଟଙ୍କା ପାଉଛନ୍ତି। କିନ୍ତୁ ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ପାଇଁ ଫୋନ କଲେ ୪ ରୁ ୫ ଜଣ ଲୋକଙ୍କୁ ଏକାଠି କରି ପଛରୁ ଠେଲି ଷ୍ଟାର୍ଟ କରିବାକୁ ପଡୁଛି । ଏହି ଭଳି ଘଟଣା ଗଞ୍ଜାମ ସହରରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଗର୍ଜିଲା ମୋଟର ଚାଳକ ସଂଘ: ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ଗଞ୍ଜାମ,୧୮।୫(ଡି.ଏନ୍‌.ଏ.): ଅସଙ୍ଗଠିତ ମୋଟର ଚାଳକଙ୍କ ମୌଳିକ ସମସ୍ୟା ନେଇ ଶନିବାର ଗଞ୍ଜାମ ଶାଖା ମୋଟର ଚାଳକ ସଂଘ ପକ୍ଷରୁ ତହସିଲଦାରଙ୍କୁ ୫ ଦଫା ଦାବିପତ୍ର ପ୍ରଦାନ...

ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର

ଖଲିକୋଟ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର...

ବୁଲିବାକୁ ଆସିଥିଲେ ମାମୁଁ ଘର, ଚାଲିଗଲା ଜୀବନ

ଫୁଲବାଣୀ ଅଫିସ,୨୭।୫: ଏକ ବିଷଧର ସାପ କାମୁଡ଼ାରେ ୩୩ ବର୍ଷର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ କଳାହାଣ୍ଡି ଜିଲା...

ଦ୍ୱିତୀୟ ସ୍ପିଲ୍‌ୱେ

ବୃହତ୍‌ ମାଟିବନ୍ଧ ହୀରାକୁଦର ସୁରକ୍ଷା ପାଇଁ ଦ୍ୱିତୀୟ ସ୍ପିଲ୍‌ୱେ ନିର୍ମାଣ କଥା ଉଠିଥିଲା। ୨୦୧୫ ଏପ୍ରିଲରେ ସେଣ୍ଟ୍ରାଲ ୱାଟର କମିଶନ (ସିଡବ୍ଲ୍ୟୁସି) ଓ ୱାଲ୍ଡ ବ୍ୟାଙ୍କର...

କୋରାପୁଟରୁ ପୁଣି ୪୩ କରୋନା ପଜିଟିଭ୍‌ ଚିହ୍ନଟ

କୋରାପୁଟ,୫।୧୦(ସ୍ବ.ପ୍ର.):କୋରାପୁଟ ଜିଲାରୁ ସୋମବାର ପୁଣି ୪୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ ପୁରୁଷ ୨୮ ଓ ମହିଳା ୧୫ ଜଣ...

ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ

ଜଗତ୍‌ସିଂହପୁର ଅଫିସ୍‌, ୨୧।୧୨ – ଜଗତ୍‌ସିଂହପୁର ଜିଲାରେ ଏବେ ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପଦବୀ ଖାଲି ସାଙ୍ଗକୁ ଅସ୍ତ୍ରୋପଚାର ସୁବିଧା ନ ଥିବା...

ରାସ୍ତାରୋକୋ କରି ଆନ୍ଦୋଳନ କଲେ ଚାଷୀ

କୋରୁକୋଣ୍ଡା, ୧୬।୧୨ (ଡ଼ି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀମାନେ ମାଲକାନଗିରି-ବାଲିମେଳା ରାସ୍ତାକୁ ଅବରୋଧ କଲେ। ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକେନ ନ ମିଳିବା, ଚାଷୀଙ୍କୁ...

କୋଭିଡ ହସ୍ପିଟାଲ ପ୍ରତିଷ୍ଠାକୁ ବିରୋଧ କରି ୨ଗିରଫ

ଝାରସୁଗୁଡା ଅଫିସ,୩୦ା୩: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ହସ୍ପିଟାଲମାନ ପ୍ରତିଷ୍ଠା କରାଯାଉଛି। ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ସୋମବାର...

Advertisement
Archives

Model This Week