ବଡ଼ ପରଦାରେ ପୁଣି ୨ ସୁପରଷ୍ଟାରଙ୍କ ଟକ୍କର, କିଏ ମାରିବ ବାଜି

ବମ୍ବେ: ବଡ଼ ପରଦାରେ ‘ଗଦର ୨’ ଏବଂ ‘ଓଏମ୍‌ଜି ୨’ ପରେ ଦେଖିବାକୁ ମିଳିବ ଆଉ ଏକ ବଡ଼ ଟକ୍କର। ଆସନ୍ତା ବର୍ଷ ଅଗଷ୍ଟ ୧୫ରେ ରିଲିଜ ହେବ ଦୁଇ ବିଗ୍‌ ବଜେଟ୍‌ ଫିଲ୍ମ ‘ପୁଷ୍ପା ୨’ ଏବଂ ‘ସିଙ୍ଘମ ଏଗେନ୍‌’। ଦୁଇଟି ଯାକ ଫିଲ୍ମକୁ ଦର୍ଶକେ ଅପେକ୍ଷା କରି ରହିଥିବା ବେଳେ ଅଲ୍ଲୁ ଅର୍ଜୁନ ଭାରି ପଡ଼ି ପାରନ୍ତି ବୋଲି କୁହାଯାଉଛି।

ଅଲ୍ଲୁଙ୍କ ଫିଲ୍ମ ‘ପୁଷ୍ପା’କୁ ନେଇ ସାରା ଦେଶରେ ଜବରଦସ୍ତ କ୍ରେଜ୍‌ ଦେଖିବାକୁ ମିଳିଥିଲା। ଏବେ ରଶ୍ମିକା ମନ୍ଧାନାଙ୍କ ସହ ‘ପୁଷ୍ପା ୨’ ସହ ସେ ପୁଣିଥରେ ସିକୁଏଲ୍‌ରେ ନଜର ଆସିବେ।

ଅପରପକ୍ଷେ ଅଜୟ ଦେବଗନ ଏବଂ ଦୀପିକା ପାଦ୍ୟୁକୋନ୍‌ ଷ୍ଟାରର ‘ସିଙ୍ଘମ ଏଗେନ୍‌’ ଅଗଷ୍ଟ ୧୫ରେ ରିଲିଜ ହେବ। ସବୁଥର ଭଳି ସିଙ୍ଘମ ସିକୁଏଲ୍‌ ଦର୍ଶକଙ୍କୁ ଖୁବ୍‌ ହସାଇବ ବୋଲି ଆଶା କରାଯାଉଛି। ଏଭଳି ସ୍ଥିତିରେ କିଏ ବ୍ୟବସାୟରେ ବାଜି ମାରୁଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri