ଝୁକେଗା ନହିଁ…ପୁଷ୍ପା ୨ରେ ମଦ ଓ ପାନର ବିଜ୍ଞାପନ କରିବାକୁ ମନା କଲେ ଅଲୁ ଅର୍ଜୁନ, ମିଳୁଥିଲା କୋଟିଏ ଟଙ୍କାର ଅଫର

ମୁମ୍ବାଇ: ଲୋକପ୍ରିୟ ସାଉଥ ଅଭିନେତା ଅଲୁ ଅର୍ଜୁନ ଏବେ ବହୁ ପ୍ରତୀକ୍ଷିତ ଫିଲ୍ମ ପୁଷ୍ପା ୨ର ସୁଟିଂରେ ବ୍ୟସ୍ତ ଅଛନ୍ତି। ପୁଷ୍ପାକୁ ଭେଟି ଦେବା ପରେ ଏବେ ପୁଷ୍ପା ୨ର ଆସିବାକୁ ଫ୍ୟାନ୍ସ ଅପେକ୍ଷା କରିଛନ୍ତି। ପୁଷ୍ପାରେ ଅଲୁଙ୍କ ଦମଦାର ଅଭିନୟ ଦର୍ଶକଙ୍କ ମନ କିଣି ନେଇଯାଇଥିବାବେଳେ ରିଅଲ ଲାଇଫରେ ବି ଦର୍ଶକଙ୍କ ମନ ଜିତିଛନ୍ତି ଅଲୁ। ଏକ ଜାତୀୟ ଗଣମାଧ୍ୟର ରିପୋର୍ଟ ଅନୁଯାୟୀ, ଅଲୁଙ୍କୁ ପାନ ଓ ମଦର ବିଜ୍ଞାପନ କରିବା ପାଇଁ ମୋଟା ଅଙ୍କର ଅଫର ମିଳିଥିଲା ଯାହାକୁ ସେ ମନା କରିଦେଇଥିଲେ।

ଏକ ମଦ ଓ ପାନ ବ୍ରାଣ୍ଡ ଚାହୁଁଥିଲେ ଯେ, ଅଲୁ ପୁଷ୍ପା ୨ରେ ସ୍ମୋକିଂ କିମ୍ବା ପାନ ଜିନିଷ ଖାଉଥିବା ସମୟରେ ସେମାନଙ୍କ ବ୍ରାଣ୍ଡର ଲୋଗୋ ସ୍କ୍ରିନ ଉପରେ ଦେଖାଯାଉ। ଏଥିପାଇଁ ସେ ଅଲୁଙ୍କୁ ୧୦କୋଟି ଅଫର କରିଥିଲେ। କିନ୍ତୁ ଅଲୁ ଏହି ବିଜ୍ଞାପନ କରିବାକୁ ମନା କରି ଦେଇଥିଲେ।
ତେବେ ଏହା କେବଳ ପ୍ରଥମ ଥର ନୁହେଁ , ଅଲୁ ତମ୍ବାକୁର ବିଜ୍ଞାପନ କରିବାକୁ ମଧ୍ୟ ମନା କରି ଦେଇଥିଲେ। ଯେଉଁଥିରେ ତାଙ୍କୁ ବଡ ରକମର ଟଙ୍କା ମିଳୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri