Posted inଫୁରସତ

ସିଗାରେଟ୍‌ ଟାଣୁ ଟାଣୁ ଲଗାଇଲେ ରକେଟକ୍‌ ବାଣ

ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।
ଦୀପାବଳି ଲାଗି ଜଣେ ବ୍ୟକ୍ତିଙ୍କୁ ବାଣ ଫୁଟାଉଥିବା ଦେଖିବାକୁ ମିଳୁଛି। ବ୍ୟକ୍ତି ଜଣଙ୍କ ଗୋଟିଏ ପରେ ଗୋଟିଏ ବାଣକୁ ସିଗାରେଟ ନିଆଁରେ ଫୁଟାଉ ଥିବା ଦେଖିବାକୁ ମିଳୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀରେ ଲାଗିବ ସୂର୍ଯ୍ୟପରାଗ, ସୂର୍ଯ୍ୟ ଚାରିପଟେ ଦେଖାଯିବ ନିଆଁର ବଳୟ! କେବେ ଦେଖି ନ ଥିବେ…

୬ ଫେବୃଆରୀ ୨୦୨୭ ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ହେବ। ଏହି ସମୟରେ ଆକାଶରେ ‘ରିଙ୍ଗ ଅଫ ଫାୟାର୍‌’ (Ring of Fire) ଅର୍ଥାତ ନିଆଁର ବଳୟ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri