ଘଣ୍ଟାକୁ ନେଇ ବାସ୍ତୁ; ସଠିକ୍‌ ଦିଗରେ ନ ଲଗାଇଲେ ହେବ ଅଶୁଭ, ଜାଣି ରଖନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ସେମିତି ଏକ ବସ୍ତୁ ହେଉଛି ଘଡ଼ି ବା ଘଣ୍ଟା। ସମୟ ଜାଣିବା ପାଇଁ ଆମେ ସାଧାରଣତଃ ଘରେ ଘଣ୍ଟା ଲଗାଇଥାଉ। କିନ୍ତୁ ଏହି ଘଣ୍ଟା ଲଗାଇବା ପାଇଁ ସଠିକ୍‌ ଦିଗର ଚୟନ କରିବା ନିତାନ୍ତ ଜରୁରୀ। ନଚେତ୍‌ ଏହାର କୁପ୍ରଭାବ ଆମ ଜୀବନ ଉପରେ ପଡିପାରେ। ଯେମିତିକି:

*ଘଣ୍ଟାକୁ ସର୍ବଦା ଘରର ପୂର୍ବ, ପଶ୍ଚିମ ଅଥବା ଉତ୍ତର ଦିଗର କାନ୍ଥରେ ଲଗାଇବା ଦରକାର। ଯେହେତୁ ଦକ୍ଷିଣ ଦିଗ ହେଉଛି ଯମରାଜଙ୍କର ଦିଗ ତେଣୁ ସେହି ଦିଗରେ ଘଣ୍ଟା ଲଗାଇବା ଠିକ ନୁହେଁ। କାରଣ ଏହାଦ୍ୱାରା ଘରର ସଦସ୍ୟଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡିଥାଏ। ଖାସ୍‌ କରି ଆୟୁ ଓ ସ୍ବାସ୍ଥ୍ୟହାନୀର ଏହା କାରଣ ସାଜିଥାଏ ବୋଲି ବିଶ୍ୱାସ ରହିଛି।

*କେବେ ବି ଘରର ମୁଖ୍ୟଦ୍ୱାର ବା ମୁଖ୍ୟଦ୍ୱାରର କବାଟ ଉପରେ ଘଣ୍ଟା ଲଗାନ୍ତୁ ନାହିଁ। ଏମିତି କରିବା ଦ୍ୱାରା ଘରେ ସର୍ବଦା ଝଗଡ଼ା ଲାଗିରହେ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

*ଘଣ୍ଟାକୁ ସବୁବେଳେ ସଫା ରଖନ୍ତୁ। ଏହା ଉପରେ ଧୂଳି ଜମିବାକୁ ଦିଅନ୍ତୁ ନାହିଁ। ଭାଙ୍ଗି ଯାଇଥିବା କିମ୍ବା ଅଚଳ ଘଣ୍ଟାକୁ ଆଦୌ ଘରେ ରଖନ୍ତୁ ନାହିଁ। କାରଣ ଏହାଦ୍ୱାରା ଅଶୁଭ ହୋଇଥାଏ ବୋଲି ବିଶ୍ୱାସ ରହିଛି।

*ଅନ୍ୟପକ୍ଷେ ଘଣ୍ଟାକୁ କେବେ ବି ବିଳମ୍ବରେ ଚାଲିବାକୁ ଦେବେ ନାହିଁ। ଦରକାର ପଡିଲେ ଏହାର ସମୟକୁ ଦୁଇ ତିନି ମିନିଟ୍‌ ଆଗକୁ ପଛେ କରିଦେବେ ହେଲେ ଆଦୌ ପଛୁଆ କରିବେ ନାହିଁ। ଏହାଦ୍ବାରା ପରିବାର ଲୋକଙ୍କ ସମୟାନୁବର୍ତ୍ତିତା ଉପରେ ଖରାପ ପ୍ରଭାବ ପଡ଼ିଥାଏ ବୋଲି କୁହାଯାଏ।

*ଘରର ହଲ୍‌ରେ ପେଣ୍ଡୁଲମ୍‌ ଘଣ୍ଟା ଲଗାଇବା ଅତ୍ୟନ୍ତ ଶୁଭ ହୋଇଥାଏ ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri