ଆଲାସ୍କା ସମିଟ୍‌ ନେଇ ମୋଦିଙ୍କୁ ଅବଗତ କରାଇଲେ ପୁଟିନ୍‌

ନୂଆଦିଲ୍ଲୀ,୧୯ା୮(ପି.ଟି.): ୟୁକ୍ରେନ୍‌ରେ ଯୁଦ୍ଧ ବନ୍ଦ ନେଇ ଆଲାସ୍କାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ରୁଷିଆ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍‌ କରିଥିବା ଆଲୋଚନା ସମ୍ପର୍କରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଅବଗତ କରାଇଛନ୍ତି। ଗତ ଶୁକ୍ରବାର ଆଲାସ୍କାରେ ଟ୍ରମ୍ପ୍‌ ଓ ପୁଟିନ୍‌ଙ୍କ ମଧ୍ୟରେ ଦୀର୍ଘ ୩ ଘଣ୍ଟା ଧରି ଆଲୋଚନା ହୋଇଥିଲେ ମଧ୍ୟ ଯୁଦ୍ଧ ବନ୍ଦ ନେଇ କୌଣସି ନିଷ୍କର୍ଷ ବାହାରିପାରି ନ ଥିଲା। ପୁଟିନ୍‌ଙ୍କ ଫୋନ୍‌ କଲ୍‌ ପରେ ମୋଦି କହିଛନ୍ତି, ୟୁକ୍ରେନ୍‌ ଯୁଦ୍ଧର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଭାରତ କ୍ରମାଗତ ଭାବେ ଆହ୍ବାନ ଦେଇଆସିବା ସହ ଏ ଦିଗରେ ସମସ୍ତ ଉଦ୍ୟମକୁ ସମର୍ଥନ ଜଣାଇଛି। ବନ୍ଧୁ ପୁଟିନ୍‌ ଫୋନ୍‌ କରି ଆଲାସ୍କା ଆଲୋଚନା ସମ୍ପର୍କରେ ଅବଗତ କରାଇଥିବାରୁ ଧନ୍ୟବାଦ ବୋଲି ମୋଦି ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri