ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ପୁଟିନ

ମସ୍କୋ/ନୂଆଦିଲ୍ଲୀ,୩ା୬: ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଓଡ଼ିଶାର ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଘଟିଥିବା ଭୟାବହ ଟ୍ରେନ୍‌ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ସେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମବେଦନା ଜଣାଇଛନ୍ତି।

ସେ ମେସେଜରେ କହିଛନ୍ତି, ଯେଉଁମାନେ ଏହି ଦୁଃଖଦ ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପାଇଁ ଦୁଃଖ ପ୍ରକାଶ କରିବା ସହ ଆହତମାନଙ୍କ ପାଇଁ ଆଶୁ ଆରୋଗ୍ୟ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri