ଗିରଫଦାରୀକୁ ପୁଟିନଙ୍କ ଭୟ…

ମସ୍କୋ,୩୦।୭ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଗିରଫ ପରୱାନା ଜାରି କରିଛି। ୟୁକ୍ରେନ୍‌ ଯୁଦ୍ଧ ଅପରାଧ, ଶିଶୁମାନଙ୍କୁ ବେଆଇନ ସ୍ଥାନାନ୍ତର ଏବଂ ଲୋକଙ୍କ ବେଆଇନ ସ୍ଥାନାନ୍ତରଣ ଅଭିଯୋଗରେ ପୁଟିନଙ୍କ ବିରୋଧରେ ଏହି ଗିରଫ ୱାରେଣ୍ଟ ଜାରି କରାଯାଇଛି। ଏଭଳି ପରିସ୍ଥିତିରେ ପୁଟିନ ରୁଷିଆ ଛାଡିଲେ କାଳେ ଗିରଫ ହେବେ ଏହି ଆଶଙ୍କାରେ ରହିଛନ୍ତି। ପୁଟିନଙ୍କୁ ଗିରଫ କରିବା ପାଇଁ ଦକ୍ଷିଣ ଆଫ୍ରିକା ଉପରେ ମଧ୍ୟ ଆନ୍ତର୍ଜାତୀୟ ଚାପ ରହିଥିଲା। ତେଣୁ ବ୍ରିକ୍ସ ଦେଶର ଶିଖର ସମ୍ମିଳନୀରେ ଯୋଗଦେବାକୁ ଅଗଷ୍ଟ ୨୨ରୁ ୨୪ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗକୁ ଯାଉନାହାଁନ୍ତି।

ଦକ୍ଷିଣ ଆଫ୍ରିକାର ସର୍ବବୃହତ ବିରୋଧୀ ଦଳ ଡେମୋକ୍ରାଟିକ ଆଲାଏନ୍ସ ମଧ୍ୟ ପୁଟିନଙ୍କୁ ଗିରଫ କରିବା ପାଇଁ ସରକାରଙ୍କ ଉପରେ ଚାପ ପକାଉଛନ୍ତି ଏବଂ ଏ ସମ୍ପର୍କରେ କୋର୍ଟକୁ ମଧ୍ୟ ଯାଇଛନ୍ତି। ସୂଚନାଯୋଗ୍ୟ ଦକ୍ଷିଣ ଆଫ୍ରିକା ପୂର୍ବରୁ ଏକ ବିବୃତ୍ତି ଜାରି କରି ସ୍ପଷ୍ଟ କରଥିଲା ବ୍ରିକ୍ସ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କଲେ ପୁଟିନଙ୍କୁ ଗିରଫ କରାଯିବ ନାହିଁ। କୂଟନୈତିକ ବିଶେଷଜଜ୍ଞମାନେ କହିଛନ୍ତି ପୁଟିନ ଦକ୍ଷିଣ ଆଫ୍ରିକାକୁ ଆସି ବ୍ରିକ୍ସ ଶିଖର ସମ୍ମିଳନୀକୁ ବିପଦରେ ପକାଇବାକୁ ଚାହୁଁନାହାଁନ୍ତି କିମ୍ବା ସେ ଦକ୍ଷିଣ ଆଫ୍ରିକାର ସମସ୍ୟାକୁ ବଢ଼ାଇବାକୁ ଚାହୁଁନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri