ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହେଲା ୨୫୦ଦିନ

ମସ୍କୋ/କ୍ୱିଭ,୧ ।୧୧: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ୨୫୦ଦିନ ପୂରଣ କରିଛି । ହେଲେ ଏବେବି ଏହା ଥମିବା ପରିବର୍ତ୍ତେ ବେଳକୁ ବେଳ ବଢିବାରେ ଲାଗିଛି । ୟୁକ୍ରେନର ପାୱାର ପ୍ଲାଣ୍ଟ ଓ ଅନ୍ୟାନ୍ୟ ଭିତ୍ତିଭୂମି ଉପରେ ରୁଷିଆ କରିଥିବା ଆକ୍ରମଣକୁ ନେଇ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସଫେଇ ଦେଇଛନ୍ତି । ସେ କହିଛନ୍ତି, ୟୁକ୍ରେନ୍ ଡ୍ରୋନ୍ ବ୍ଲାକ ସିରେ ସୁରକ୍ଷିତ ସମୁଦ୍ର ମାର୍ଗ ବ୍ୟବହାର କରି ରୁଷିଆ ସେନାଙ୍କ ଉପରେ ଆକ୍ରମଣ କରିଥିଲା । ଯେଉଁଠି ୟୁଏନର ପ୍ରୟାସ ପରେ ଶସ୍ୟ ଜାହାଜ ପଠାଯାଉଥିଲା । ଏହାର ଜବାବରେ ପୁଟିନ ବ୍ଲାକ ସି ଦେଇ ଯାଉଥିବା ଶସ୍ୟ ଆମଦାନୀକୁ ବନ୍ଦ କରି ଦେଇଥିଲେ ।
ପୁଟିନ ଅଭିଯୋଗ କରିଛନ୍ତି ଯେ ୟୁକ୍ରେନ କ୍ରିମିୟାରେ ରୁଷିଆ ସେନାଙ୍କ ସାମରିକ ଜାହାଜ ଉପରେ ଡ୍ରୋନ୍ ଆକ୍ରମଣ କରିଛି । ଏହାର ଜବାବରେ ଆମେ ତା’ର ପାୱାର ପ୍ଲାଣ୍ଟକୁ ଟାର୍ଗେଟ କରିଥିଲୁ । ଏକ ଖବରଦାତା ସମ୍ମିଳନୀରେ ପୁଟିନ କହିଛନ୍ତି, ୟୁକ୍ରେନ୍ ଡ୍ରୋନ୍ ସେହି ସୁରକ୍ଷିତ ସାମୁଦ୍ରିକ ପଥର ବ୍ୟବହାର କରିଛି ଯାହାଦ୍ୱାରା ମିଳିତ ଜାତିସଂଘର ମଧ୍ୟସ୍ଥତା ଦ୍ୱାରା ଶସ ଜାହାଜ ଯାଉଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?