ପୁଟିନ୍‌ଙ୍କ ପାଖରେ ରହିଛି ସବୁଠାରୁ ବିପଜ୍ଜନକ ଜହର, ଯନ୍ତ୍ରଣାରେ ଥରି ଉଠିବ ଶରୀର…

ମସ୍କୋ, ୩୦।୫ : ପୃଥିବୀରେ ବିଭିନ୍ନ ପ୍ରକାରର ଜହର ଅଛି। ସେଥିମଧ୍ୟରୁ କେତେକର ପ୍ରୟୋଗ ଦ୍ୱାରା ଶରୀରର ଧୀରେ ଧୀରେ ମୃତ୍ୟୁ ଘଟେ। କିଛି ଜହର କେଇ ସେକେଣ୍ଡ ମଧ୍ୟରେ ମୃତ୍ୟୁ ଘଟାଏ। କେତେକ ଜହର ଏପରି ଅଛି ଏହାର ପ୍ରୟୋଗରେ ମରୁଥିବା ବ୍ୟକ୍ତି କିଛି ବି ଜାଣ ପାରନ୍ତି ନାହିଁ। ମାତ୍ର କିଛି ଜହର ପ୍ରୟୋଗରେ ଶରୀରରେ ଅସହ୍ୟ ଯନ୍ତ୍ରଣା ସୃଷ୍ଟି ହୋଇଥାଏ। ଯନ୍ତ୍ରଣାରୁ ମୁକ୍ତି ପାଇଁ ବ୍ୟକ୍ତି ଜଣକ ତାଙ୍କ ମୃତ୍ୟୁର ଭିକ୍ଷା କରିଥାନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପାଖରେ ଏଭଳି ବିପଜ୍ଜନକ ଜହର ଅଛି। ସେ ଏହାକୁ ନିଜ ଶତ୍ରୁମାନଙ୍କ ଉପରେ ବ୍ୟବହାର କରୁଥିବା ଜଣାଯାଇଛି।

ଏହି ବିପଜ୍ଜନକ ଜହରରର ନାମ ହେଉଛି ଷ୍ଟ୍ରିଚାଇନ। ଏହାକୁ ରୁଷିଆର ଗୁପ୍ତଚର ଏଜେନ୍ସି କେଜିବି ବ୍ୟବହାର କରିଥାଏ। ଏହି ଜହର ଉପରେ ବିଶେଷଜ୍ଞ କହିଛନ୍ତି ଯେ ଷ୍ଟ୍ରିଚାଇନ ହେଉଛି ପୃଥିବୀର ସବୁଠାରୁ ଯନ୍ତ୍ରଣାଦାୟକ ରାସାୟନିକ ପଦାର୍ଥ। ଏହା ଶରୀର ଭିତରକୁ ଯିବା ମାତ୍ରେ ଭୟଙ୍କର ଯନ୍ତ୍ରଣା ଆରମ୍ଭ ହୋଇଥାଏ। ହାଡ ଏବଂ ମାଂସପେଶୀ ସହିତ ଶରୀର କମ୍ପିତ ହୋଇଥାଏ।

 

ଡେଲି ଷ୍ଟାର ରିପୋର୍ଟ ଅନୁଯାୟୀ, ବୈଜ୍ଞାନିକ ନିଲ ବ୍ରାଡବରି କହିଛନ୍ତି ଯେ ଏହି ଜହରର ସବୁଠାରୁ ଖରାପ ଗୁଣ ହେଉଛି ଏହା ଅତି ଧୀରେ ଧୀରେ କାମ କରେ। ମଣିଷକୁ ମାରିବା ପାଇଁ ଅନେକ ଘଣ୍ଟା ଲାଗେ। ଏହା ସହିତ, ଏହା ଯୋଗୁ ସୃଷ୍ଟି ହେଉଥିବା ଅସହ୍ୟ ଯନ୍ତ୍ରଣା ଇନ୍ଦ୍ରିୟକୁ ପ୍ରଭାବିତ କରେ ନାହିଁ ଏବଂ ସେ ପ୍ରତ୍ୟେକ ଯନ୍ତ୍ରଣା ଅନୁଭବ ହୁଏ। ଶରୀର ଭିତରେ ଥିବା ମାଂସପେଶୀଗୁଡ଼ିକ କ୍ରମାଗତ ଭାବରେ ଯନ୍ତ୍ରଣାରେ ଥରି ଉଠିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?