କର୍କଟ ଯୋଗୁ ଆସନ୍ତା ବର୍ଷ ରାଷ୍ଟ୍ରପତି ପଦ ଛାଡି ପାରନ୍ତି ପୁଟିନ୍‌ !

ମସ୍କୋ,୨୨।୧୧: ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଦେଶର ସର୍ବୋଚ୍ଚ ପଦବୀରେ ୨୦୩୪ ପର୍ଯ୍ୟନ୍ତ ରହିବା ପାଇଁ ସାମ୍ବିଧାନିକ ବ୍ୟବସ୍ଥାର ସଂଶୋଧନ କରିଥିଲେ। ତେବେ ଏବେ ଏହା ସମ୍ଭବ ନ ହେବା ପରି ଲାଗୁଛି। ପୁଟିନ୍‌ଙ୍କୁ କର୍କଟ ହୋଇଛି। ଆସନ୍ତା ବର୍ଷ ଆରମ୍ଭରୁ ସେ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାର ସମ୍ଭାବନା ରହିଛି ବୋଲି ରାଜନୈକତି ବିଶ୍ଲେଷକ ବୈରଲୀ ସୋଲୋଓ୍ବି ଦାବି କରିଛନ୍ତି। ପୁଟିନ୍‌ଙ୍କୁ ତାଙ୍କ ସ୍ବାସ୍ଥ୍ୟ ସାଥି ଦେଉ ନ ଥିବା ସେ କହିଛନ୍ତି। ପୁଟିନ୍‌ଙ୍କଠାରେ ପାର୍କିସନ୍ସ୍‌ ସମସ୍ୟା ଦେଖାଦେଇଥିବା ବୈରଲୀ ପୂର୍ବରୁ ଦାବି କରିଥିଲେ। ଏବେ ତାଙ୍କର ଏଭଳି ମନ୍ତବ୍ୟ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ପୁଟିନ୍‌ଙ୍କର ଅପରେଶନ୍‌ ଚଳିତ ବର୍ଷ ଫେବୃୟାରୀରେ ହୋଇଥିବାନେଇ ସେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାପରେ ତାଙ୍କୁ ସେପ୍ଟେମ୍ବରରେ ଗିରଫ କରାଯାଇଥିଲା। ପୁଟିନ୍‌ଙ୍କ ଦେଶର ପରବର୍ତ୍ତୀ ରାଷ୍ଟ୍ରକିଏ ହେବ ସେ ନେଇ ମଧ୍ୟ ବୈରଲୀ ମତାମତ ଦେଇଛନ୍ତି। ରାଷ୍ଟ୍ରପତି ଦୌଡ଼ରେ ଆଗରେ ପୁଟିନ୍‌ଙ୍କ ଝିଅ କ୍ୟାଟିରିନା ରହିଥିବା ସେ କହିଛନ୍ତି। ଏହା ସହିତ ଦୌଡ଼ରେ ଦିମିତ୍ରି ମେଦଓ୍ବେଦେଭ ଏବଂ ଦିମିତ୍ରି ପତୁଶେଭ୍‌ ମଧ୍ୟ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri