ପୁଟିନ-ମୋଦିଙ୍କ ସମ୍ପର୍କ ଉପରେ କିଛି ଦେଶର ନଜର

ସମରକନ୍ଦ,୧୬ା୯: କରୋନା ମହାମାରୀର ଦୁଇ ବର୍ଷ ପରେ ଉଜବେକିସ୍ତାନର ସମରକନ୍ଦରେ ଗୁରୁବାର ସାଂଘାଇ ସହଯୋଗ ସଂଗଠନର (ଏସ୍‌ସିଓ)ର ୨୨ତମ ଶିଖର ସମ୍ମିଳନୀ ଆରମ୍ଭ ହୋଇଛି। ଏଥି ସହିତ ଶୁକ୍ରବାର ଏସ୍‌ସିଓର ଏକ ବୈଠକ ଆୟୋଜନ ହୋଇଛି। ଯେଉଁଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ଦେଶର ନେତା ସାମିଲ ହେବେ। ଆମେରିକା ଏବଂ ପାଶ୍ଚାତ୍ୟ ଦେଶମାନେ ଏହି ବୈଠକ ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ବିଶେଷକରି ରୁଷିଆ, ଚାଇନା ଏବଂ ଭାରତ ଏହି ବୈଠକରେ ଯୋଗଦେବେ। ଆମେରିକା ପାକିସ୍ତାନର ନିକଟତର ହେବାକୁ ଚେଷ୍ଟା କରୁଥିବାବେଳେ ଏହି ବୈଠକ ସମ୍ପ୍ରତି ଆମେରିକା ଏଫ୍‌-୧୬ ସହିତ ପାକିସ୍ତାନକୁ ବହୁତ ସାହାଯ୍ୟ କରିଛି। ଏହା ପରେ ସେ ବନ୍ୟା ବିପର୍ଯ୍ୟୟରେ ପାକିସ୍ତାନକୁ ମଧ୍ୟ ସାହାଯ୍ୟ କରୁଛିି। ଏଫ୍‌-୧୬ ଉପରେ ଜାରି ସହାୟତା ଉପରେ ମଧ୍ୟ ଭାରତ ନିଜର ଆପତ୍ତି ଜଣାଇଛି। ତେବେ ମୋଦି-ପୁଟିନଙ୍କ ବୈଠକ ଆମେରିକାକୁ ଝଟ୍‌କା ଦେବ କି? ଏହା ଆମେରିକା ଏବଂ ଭାରତ ମଧ୍ୟରେ ଥିବା ସମ୍ପର୍କକୁ ପ୍ରଭାବିତ କରିବ କି ନାହିଁ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ ମଙ୍ଗଳବାର କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନିଶମ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri