ୱାଗନର୍‌ ଗ୍ରୁପ ବିରୋଧରେ କାର୍ଯ୍ୟାନୁଷ୍ଠାନ ଯୋଜନା କରୁଛନ୍ତି ପୁଟିନ: ଆମେରିକା…

ଓ୍ବାଶିଂଟନ/ମସ୍କୋ,୨୨।୭ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବର୍ତ୍ତମାନ ୱାଗନର୍‌ ଗ୍ରୁପ ବିରୋଧରେ କାର୍ଯ୍ୟାନୁଷ୍ଠାନ ଯୋଜନା କରୁଛନ୍ତି। ଯାହା ତାଙ୍କ ପାଇଁ ସବୁଠାରୁ ବଡ ବିପଦ ପାଲଟିଛି। ଆମେରିକାର ଗୁପ୍ତଚର ଏଜେନ୍ସି ସିଆଇଏର ମୁଖ୍ୟ ୱିଲିୟମ ବର୍ନସ ଏ ବିଷୟରେ ଏକ ବଡ଼ ଦାବି କରିଛନ୍ତି।

ସିଆଇଏ ମୁଖ୍ୟ ୱିଲିୟମ ବର୍ନସ ଦାବି କରିଛନ୍ତି ରୁଷିଆ ରାଷ୍ଟ୍ରପତି ୱାଗନର୍‌ ଗ୍ରୁପ ମୁଖ୍ୟ ୟେଭେଗେନି ପ୍ରିଗୋଜିନଙ୍କଠାରୁ ପ୍ରତିଶୋଧ ନେବାକୁ ଚାହୁଁଛନ୍ତି। ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୂର୍ବରୁ ରୁଷିଆ ରାଷ୍ଟ୍ରପତି ସମୟ ଚାହୁଁଥିଲେ ବୋଲି ସେ କହିଛନ୍ତି।

ୱିଲିୟମ ବର୍ନସ ଦାବି କରିଛନ୍ତି ୱାଗନର୍‌ ଗ୍ରୁପର ବିଦ୍ରୋହ ପୁଟିନଙ୍କ ଦୁର୍ବଳତାକୁ ପ୍ରକାଶ କରିଛି। ଭ୍ଲାଦିମିର ପୁଟିନଙ୍କ ଭାବମୂର୍ତ୍ତିକୁ ଏହା କ୍ଷତି ପହଞ୍ଚାଇଛି। ତେଣୁ ପୁଟିନ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri