ଏସସିଓ ବୈଠକର ସଫଳ ଆୟୋଜନ ପାଇଁ ମୋଦିଙ୍କୁ ଧନ୍ୟବାଦ ଦେଲେ ପୁଟିନ

ମସ୍କୋ,୪।୭: ପ୍ରଧାନମନ୍ତ୍ରୀ ମୋଦି ସାଂଘାଇ ସହଯୋଗ ସଂଗଠନର (ଏସସିଓ) ବୈଠକକୁ ଭର୍ଚୁଆଲ ମାଧ୍ୟମରେ ଆୟୋଜନ କରିଛନ୍ତି। ଏଥିରେ ଋଷର ରାଷ୍ଟ୍ରପତି ପୁଟିନ ଏବଂ ଚାଇନା ରାଷ୍ଟ୍ରପତିଙ୍କ ସମେତ ଅନେକ ଦେଶର ମୁଖ୍ୟ ଅଂଶଗ୍ରହଣ କରିଛନ୍ତି। ବୈଠକରେ ଋଷର ରାଷ୍ଟ୍ରପତି ପୁଟିନ ଏସସିଓ ସଦସ୍ୟ ଦେଶ ସହ ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି।

ଏସସିଓ ଶିଖର ସମ୍ମିଳନୀରେ ଋଷର ରାଷ୍ଟ୍ରପତି ଭ୍ଲାଦିମିର ସମ୍ମିଳନୀ ଆୟୋଜନ ପାଇଁଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତିି। ସେ କହିଛନ୍ତି, ଏହି ଶିଖର ସମ୍ମିଳନୀ ପାଇଁ ପ୍ରସ୍ତୁତ ହୋଇଥିବା ଅନେକ ଦଲିଲ ଏବଂ ନିଷ୍ପତ୍ତିର କାର୍ଯ୍ୟକାରିତା ଅନ୍ତର୍ଜାତୀୟ ପ୍ରସଙ୍ଗରେ ମିଳିତ ଆଭିମୁଖ୍ୟ ଗ୍ରହଣ କରୁଛି। ବୈଠକରେ ଆମେ ଏସସିଓ ସଦସ୍ୟ ରାଷ୍ଟ୍ରମାନଙ୍କ ସହିତ ସମ୍ପର୍କକୁ ଆହୁରି ମଜବୁତ କରିବା ଜାରି ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri