ପୁଟିନଙ୍କ ହେବ କ୍ୟାନସର ଅପରେଶନ

କ୍ୱିଭ୍‌,୧ା୫: ରୁଷିଆ ରାଷ୍ଟ୍ରପତି ଭାଦିମିର ପୁଟିନ କ୍ୟାନସର ଅପରେଶନ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିପାଇଁ ୟୁକ୍ରେନ ସହ ଯୁଦ୍ଧ ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଖବର ମୁତାବକ, ପୁଟିନ ଏହି ଆକ୍ରମଣକୁ ସାମୟିକ ଭାବେ ନିୟନ୍ତ୍ରଣ କରିବା ପାଇଁ ପୂର୍ବତନ ଏଫ୍‌ଏସ୍‌ବି ମୁଖ୍ୟ ନିକୋଲାଇ ପେଟ୍ରୁଶେଭଙ୍କୁ ହାର୍ଡଲାଇନକୁ ମନୋନୀତ କରିବେ।

ରୁଷିଆର ସୁରକ୍ଷା ପରିଷଦର ବର୍ତ୍ତମାନର ସଚିବ ୭୦ ବର୍ଷୀୟ ପେଟ୍ରୁଶେଭଙ୍କୁ ଯୁଦ୍ଧ ରଣନୀତିର ଏକ ପ୍ରମୁଖ ବାସ୍ତୁକାର ଭାବେ ଗ୍ରହଣ କରାଯାଉଛି। ତେଣୁ ତାଙ୍କ କଥାକୁ ପୁଟିନ ମାନିଛନ୍ତି। ପେଟୁଶେଭ୍‌ କହିଛନ୍ତି, ମୁଁ ଜାଣେନା ପୁଟିନ ଅପରେଶନ ପରେ କେତେଦିନ ସୁସ୍ଥ ରହିବେ। କିଛିଦିନ ପର୍ଯ୍ୟନ୍ତ କ୍ଷମତା ହସ୍ତାନ୍ତର କରାଯିବା ଉଚିତ୍‌।  ପୁଟିନ କିଛିଦିନ ଯୁଦ୍ଧ ବନ୍ଦ ରଖିବାକୁ ରାଜି ହୋଇଛନ୍ତି।

ସୂଚନାଯୋଗ୍ୟ, ପୁଟିନଙ୍କର ପେଟରେ କ୍ୟାନସର ହୋଇଛି। ୧୮ ମାସ ପୂର୍ବରୁ ତାଙ୍କୁ ପାର୍କିନ୍‌ସନ୍ସ ହୋଇଥିଲା। ଆସନ୍ତା ୯ ତାରିଖରେ ତାଙ୍କର ଅପରେଶନ କରାଯିବ। ଏହି ଅପରେଶନ ଏପ୍ରିଲ ଦ୍ୱିତୀୟ ସପ୍ତାହ ପାଇଁ ଧାର୍ଯ୍ୟ କରାଯାଇଥିଲା କିନ୍ତୁ ଏଥିରେ ବିଳମ୍ବ ହୋଇଥିଲା। ଆଉ ବିଳମ୍ବ ହେବ ନାହିଁ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri