ଓପେକ୍‌ ପ୍ଲସ୍‌ ବୈଠକ ପୂର୍ବରୁ ମହମ୍ମଦ ବିନ୍‌ ସଲମାନଙ୍କ ସହିତ ଫୋନରେ କଥା ହେଲେ ପୁଟିନ…

ମସ୍କୋ,୩୧।୧ : ଓପେକ୍‌ ପ୍ଲସ୍‌ ବୈଠକ ପୂର୍ବର ସୌଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଅଲ ସାଉଦଙ୍କ ସହ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଟେଲିଫୋନରେ ବାର୍ତ୍ତାଳାପ କରିଛନ୍ତି। ରୁଷିଆ ରାଷ୍ଟ୍ରପତିଙ୍କ ୱେବସାଇଟ ଅନୁଯାୟୀ ଓପେକ୍‌ ପ୍ଲସ୍‌ ଗୋଷ୍ଠୀର ସହଯୋଗ ଉପରେ ଆଲୋଚନା କରାଯାଇଥିଲା। ସୋମବାର ହୋଇଥିବା ଏହି ବାର୍ତ୍ତାଳାନରେ ରାଜନୈତିକ, ବାଣିଜ୍ୟ, ଅର୍ଥନେ ତିକ ଏବଂ ଶକ୍ତି କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ବିକାଶ ସହିତ ବଶ୍ୱ ତୈଳ ବଜାରରେ ସ୍ଥିରତା ଯୋଗାଇବା ପାଇଁ ଓପେକ୍‌ ପ୍ଲସ୍‌ ମଧ୍ୟରେ ସହଯୋଗ ଉପରେ ଆଲୋଚନା କରାଯାଇଥିଲା।

ସୂଚନାଯୋଗ୍ୟ,ପେଟ୍ରୋଲିୟମ ରପ୍ତାନିକାରୀ ଦେଶ ସଂଗଠନ (ଓପେକ) ଏବଂ ରୁଷିଆର ନେତୃତ୍ୱରେ ଏହାର ସହଯୋଗୀମାନଙ୍କ ବୈଠକ ଚଳିତ ସପ୍ତାହରେ ଅନୁଷ୍ଠିତ ହେବାକୁ ଯାଉଛି। ତୈଳ ମୂଲ୍ୟ ଏବଂ ନୀତି ଉପରେ ବିଶ୍ୱ ସଦସ୍ୟମାନେ ବୈଠକରେ ସମନ୍ବୟ ଏବଂ ସ୍ଥିରତା ଖୋଜିବେ। ଫକ୍ସ ନ୍ୟୁଜ ଅନୁଯାୟୀ ସୋମବାର ଅପରାହ୍ନରେ ପଶ୍ଚିମ ଟେକ୍ସାସ ମଧ୍ୟବର୍ତ୍ତୀ ଏବଂ ବ୍ରେଣ୍ଟ ଅଶୋଧିତ ଶତକଡା ୧ ପ୍ରତିଶତରୁ ଅଧିକ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri