ପଳାତକ ରାଷ୍ଟ୍ରପତିଙ୍କୁ ୟୁକ୍ରେନ୍‌ର ଦାୟିତ୍ୱ ଦେବାକୁ ଚାହୁଁଛନ୍ତି ପୁଟିନ୍‌…

ମସ୍କୋ/କ୍ୱିଭ୍‌,୩।୩ : ୟୁକ୍ରେନ୍‌ ବିଜୟ ପରେ ଏହାର ଦାୟିତ୍ୱ ପଳାତକ ପୂର୍ବତନ ରାଷ୍ଟ୍ରପତି ଭିକ୍ଟର ୟାନୁକୋଓ୍ବିଚ୍‌ଙ୍କୁ ପ୍ରଦାନ କରିବାକୁ ରୁଷ୍ରିା ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଚିନ୍ତା କରୁଛନ୍ତି। ଭିକ୍ଟର ବର୍ତ୍ତମାନ ମିନସ୍କରେ ଅଛନ୍ତି ଏବଂ କ୍ରେମଲିନ ତାଙ୍କୁ ଏକ ସ୍ବତନ୍ତ୍ର ଅପରେଶନ ପାଇଁ ପ୍ରସ୍ତୁତ କରୁଥିବା ଚର୍ଚ୍ଚା ହେଉଛି।

ୟୁକ୍ରେନର ଗୁପ୍ତଚର ସଂସ୍ଥା ଏହି ସମ୍ଭାବନାକୁ ପ୍ରକାଶ କରିଛି। ୟୁକ୍ରେନସ୍କା ପ୍ରଭଡା ଏହାର ଏକ ରିପୋର୍ଟରେ କରିଛି ଯେ ପୁଟିନ୍‌ଙ୍କ ଯୋଜନା କ୍ରେମଲିନ ଭିକ୍ଟରଙ୍କୁ ’ୟୁକ୍ରେନର ରାଷ୍ଟ୍ରପତି’ ଘୋଷଣା କରିବାକୁ ଚେଷ୍ଟା କରିବ। ରିପୋର୍ଟରେ କୁହାଯାଇଛି ଯେ ପ୍ରାପ୍ତ ସୂଚନା ସୂଚାଇ ଦେଇଛି ଯେ ପୂର୍ବତନ ରାଷ୍ଟ୍ରପତି ଭିକ୍ଟରଙ୍କୁ ୟୁକ୍ରେନକୁ ଫେରାଇ ଆଣିବା କିମ୍ବା ନିକଟ ଭବିଷ୍ୟତରେ ୟୁକ୍ରେନବାସୀଙ୍କ ନିକଟରେ ଏକ ଆବେଦନ ପ୍ରକାଶ କରିବା ପାଇଁ କ୍ରେମଲିନ ଏକ ସୂଚନା ଅଭିଯାନ କିମ୍ବା କାର୍ଯ୍ୟ ପ୍ରସ୍ତୁତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?