କିମଙ୍କଠାରୁ ଅସ୍ତ୍ରଶସ୍ତ୍ର ଚାହୁଁଛନ୍ତି ପୁଟିନ୍‌: ଆମେରିକା…

ଓ୍ବାଶିଂଟନ,୨୯।୭ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକଙ୍କ କିମ୍‌ ଜୋଙ୍ଗ ଉନଙ୍କଠାରୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଅସ୍ତ୍ରଶସ୍ତ୍ର ଚାହୁଁଛନ୍ତି। ଏସମ୍ପର୍କରେ ଆମେରିକା ସୂଚନା ପ୍ରଦାନ କରିଛି। ୟୁକ୍ରେନ୍‌ ଯୁଦ୍ଧରେ ନିଜର ଅସ୍ତ୍ରଶସ୍ତ୍ର ଶେଷ ହୋଇଥିବାରୀୁ ପୁଟିନ ଏଭଳି କରୁଥିବା ଆମେରିକା ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଶନିବାର ଏଭଳି କହିଛନ୍ତି।

ରୁଷିଆ ପ୍ରତିରକ୍ଷା ମନ୍ତ୍ରୀ ଶର୍ଗେଇ ଶୋଇଗୁ ଉତ୍ତର କୋରିଆ ଗସ୍ତରୁ ଫେରିବା ପରେ ବ୍ଲିଙ୍କେନ ଏହି ମନ୍ତବ୍ୟ ଦେଇଛନ୍ତି। ରୁଷିଆ ଏବେ ନିଜ ସହଯୋଗୀଙ୍କଠାରୁ ଅସ୍ତ୍ରଶସ୍ତ୍ର କିଣିବାର ଉଦ୍ୟମ କରୁଛି। ଯାହାଦ୍ୱାରା ୟୁକ୍ରେନ ଉପରେ ପୁଣି ଜୋରଦାର ଆକ୍ରମଣ କରାଯାଇ ପାରିବ। ଏହା ସହିତ ରୁଷିଆ ଇରାନଠାରୁ ଆବଶ୍ୟକ ସାମରିକ ଉପକରଣ କିଣୁଛି। ୟୁକ୍ରେନ୍‌ ଯୁଦ୍ଧରେ ଏବେ ଇରାନ ଡ୍ରୋନ ଦ୍ୱାରା ଆକ୍ରମଣ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା…

ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି ।…

ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ…

ବିଜେଡିରେ ମିଶିବା ପରେ ସୁଜାତାଙ୍କର ଆସିଲା ପ୍ରଥମ ବୟାନ: କହିଦେଲେ ଏତେ ବଡ଼ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର, ୨୫।୬: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri