ନୋ ଫ୍ଲାଏ ଜୋନ୍‌କୁ ନେଇ ପୁଟିନଙ୍କ ଚେତାବନୀ

କ୍ୱିଭ୍‌,୫ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଶନିବାର ୧୦ ଦିନରେ ପହଞ୍ଚିଛି। ରୁଷିଆ ସେନା ୟୁକ୍ରେନ ଉପରେ ଆକ୍ରମଣକୁ ତୀବ୍ର କରିଛି। ଏହି ସମୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କନ ବ୍ରସେଲ୍ସରେ ୟୁରୋପୀୟ କାଉନସିଲର ସଭାପତି ଚାଲର୍‌ସ ମିସେଲଙ୍କ ସହ ସାକ୍ଷାତ କରିଛନ୍ତି। ଏହି ସମୟରେ ଦୁହେଁ ‘ୟୁକ୍ରେନର ସାର୍ବଭୌମତ୍ୱ ଏବଂ ଆଞ୍ଚଳିକ ଅଖଣ୍ଡତା ପାଇଁ ସମର୍ଥନ’ ଉପରେ ଆଲୋଚନା କରିଥିଲେ। ଏଥି ସହିତ ୟୁକ୍ରେନ ଉପରେ ହୋଇଥିବା ଆକ୍ରମଣର ଭୟାବହତା ମଧ୍ୟରେ ବର୍ତ୍ତମାନ ପାଶ୍ଚାତ୍ୟ ଦେଶରୁ ବ୍ୟବସାୟୀମାନଙ୍କୁ ରାଜଧାନୀ କ୍ୱିଭ୍‌ ସମେତ ଅନ୍ୟାନ୍ୟ ପ୍ରମୁଖ ସହରକୁ ପଠାଯାଉଛି। ଶନିବାର ରୁଷିଆ ଦୂତାବାସ ଦ୍ୱାରା ଏହି ସୂଚନା ଦିଆଯାଇଛି।

ରୁଷିଆ ରାଷ୍ଟ୍ରପତି ପୁଟିନ କହିଛନ୍ତି, ଯଦି କୌଣସି ଦେଶ ୟୁକ୍ରେନ ଉପରେ ନୋ ଫ୍ଲାଏ ଜୋନ୍‌ ଲାଗୁ କରିବେ ତେବେ ମୁଁ ମାନିନେବି ଯେ ଏହା ସୈନ୍ୟ ସଂଘର୍ଷ ସହ ଜଡ଼ିତ।


Enter your email to get our daily news in your inbox.

All Right Reserved By Dharitri.Com

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?