ଏହି ଦିନ ଭାରତ ଆସିବେ ପୁଟିନ୍‌, ସୂଚନା ଦେଲେ…

ନୂଆଦିଲ୍ଲୀ, ୩୦ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ଆସନ୍ତା ଡିସେମ୍ବରରେ ଭାରତ ଗସ୍ତରେ ଆସିବେ। ଏନେଇ କ୍ରେମଲିନର ବହିର୍ବ୍ୟାପାର ନୀତି ପରାମର୍ଶଦାତା ୟୁରି ଉଷାକୋଭ ଶୁକ୍ରବାର ସୂଚନା ଦେଇଛନ୍ତି। ପୁଟିନ୍‌ ପ୍ରାୟ ୪ ବର୍ଷ ପରେ ଭାରତ ଆସିବେ। ଶେଷଥର ପାଇଁ ସେ ୨୦୨୧ ଡିସେମ୍ବରରେ ଭାରତ ଗସ୍ତରେ ଆସିଥିଲେ। ଆସନ୍ତା ୧ ତାରିଖରେ ଚାଇନାର ତିଆନ୍‌ଜିନ୍‌ରେ ଶାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସ୍‌ିଓ)ର ଶିଖର ସମ୍ମିଳନୀରେ ପୁଟିନ୍‌ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସାକ୍ଷାତ୍‌ ହେବ। ଭାରତୀୟ ସାମଗ୍ରୀ ଉପରେ ଆମେରିକାର ୫୦% ଟାରିଫ୍‌ ମଧ୍ୟରେ ଏହି ସାକ୍ଷାତ୍‌କୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri