ଆଲୋଚନା ପରେ ଆକ୍ରମଣ କଲେ ଭୟଙ୍କର ପରିଣାମ ଭୋଗିବେ ପୁଟିନ୍‌

ଓ୍ବାଶିଂଟନ୍‌,୧୪ା୮: ଆଲାସ୍କାରେ ଶୁକ୍ରବାର ହେବାକୁ ଥିବା ଶାନ୍ତି ଆଲୋଚନା ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ୟୁକ୍ରେନ୍‌ ଉପରେ ଆକ୍ରମଣ ଜାରି ରଖିଲେ ଏହାର ଭୟଙ୍କର ପରିଣାମ ଭୋଗିବେ ବୋଲି ବୁଧବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ୟୁରୋପୀୟ ନେତାମାନଙ୍କ ସହ ଭର୍ଚୁଆଲ ବୈଠକ ବେଳେ ଟ୍ରମ୍ପ୍‌ ଅସ୍ତ୍ରବିରତି ଚାହୁଁଥିବା ବିଷୟ ପ୍ରକାଶ କରିଥିଲେ ବୋଲି ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ କହିଛନ୍ତି। ଉକ୍ତ ବୈଠକରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି କହିଛନ୍ତି, ରୁଷିଆ ୟୁକ୍ରେନ୍‌କୁ ଦଖଲ କରିବା ପାଇଁ ସକ୍ଷମ ବୋଲି ଦର୍ଶାଇବା ଲାଗି ପୁଟିନ୍‌ ସବୁ କ୍ଷେତ୍ରରେ ଚାପ ପ୍ରୟୋଗ କରୁଛନ୍ତି। ବିଭିନ୍ନ ଦେଶ ପକ୍ଷରୁ ଲଗାଯାଇଥିବା କଟକଣା ଯୋଗୁ ପୁଟିନ୍‌ ଘାବରେଇ ଯାଇଥିବାବେଳେ ତାଙ୍କ କ୍ଷେତ୍ରରେ ସେସବୁ ପ୍ରଭାବଶୂନ୍ୟ ବୋଲି ଦେଖାଇବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri