ପୁଟିନ୍‌ଙ୍କ ଲଜ୍ଜାଜନକ ରେକର୍ଡ, କଟକଣା ଜାରି କରିଥିବା କମ୍ପାନୀ ସଂଖ୍ୟା ୫୫୩୦ ଟପିଲା…

ଓ୍ବାଶିଂଟନ/ମସ୍କୋ,୯।୩ : ୟୁକ୍ରେନ ଆକ୍ରମଣ ପରେ ରୁଷିଆ ଉପରେ ଆର୍ଥିକ କଟକଣା ଜାରି ହୋଇଛି। ଆର୍ଥିକ କଟକଣା ଜାରି କରିଥିବା କମ୍ପାନୀଗୁଡ଼ିକର ସଂଖ୍ୟା ଅନୁସାରେ ରାଷ୍ଟ୍ରପତି ବ୍‌ଲାଡିମୀର ପୁଟିନ ଏକ ବଡ଼ ଧରଣର ଲଜ୍ଜାଜନକ ରେକର୍ଡ କରିଛନ୍ତି। ୟୁକ୍ରେନ ଉପରେ ଆକ୍ରମଣ କରି ବିସ୍ତାରବାଦୀ ନୀତି ଆପଣେଇ ଥିବା ରୁଷିଆ ପାଇଁ ଏହା ଲାଭଦାୟକ ନହୋଇ ବ୍ୟାପକ କ୍ଷତି ଘଟାଇଛି।

ଏହି ଯୁଦ୍ଧର ପ୍ରଥମ ଦିନରୁ ପୃଥିବୀର ବହୁ ଦେଶ ଏବଂ ବଡ କମ୍ପାନୀ ରୁଷିଆ ଉପରେ କଟକଣା ଲାଗୁ କରିଛନ୍ତି। ବର୍ତ୍ତମାନ ରୁଷିଆ ଏବଂ ପୁଟିନଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡା ଯାଇଛି। ସର୍ବାଧିକ ପ୍ରତିବନ୍ଧକ ସହିତ ରୁଷିଆ ଏଭଳି ରାଷ୍ଟ୍ର ତାଲିକାରେ ଏକ ନମ୍ବର ସ୍ଥାନରେ ରହିଛି। ତାଲିକାରେ ଏବେ ରୁଷିଆ ଇରାନ ଏବଂ ଉତ୍ତର କୋରିଆକୁ ମଧ୍ୟ ପଛରେ ପକାଇ ଦେଇଛି।

ବ୍ଲୁମବର୍ଗ ଏହାର ଏକ ରିପୋର୍ଟରେ କାଷ୍ଟେଲମ ସର୍ଭିସର ତଥ୍ୟ ଅଧାରରେ ଉଲ୍ଲେଖ କରିଛି ଯେ, ଫେବୃଆରୀ ୨୨ଠାରୁ ଇତି ମଧ୍ୟରେ , ରୁଷ ଉପରେ ୨୭୭୮ଟି ନୂତନ କଟକଣା ଲାଗୁ କରାଯାଇଛି। ନଆ କଟକଣା ଘୋଷଣା ପରେ, ଲଗାଯାଇଥିବା ମୋଟ ପ୍ରତିବନ୍ଧକ ସଂଖ୍ୟା ୫୫୩୦ ଟପିଛି। ରୁଷିଆ ଏକ୍ଷେତ୍ରରେ ଇରାନକୁ ପଛରେ ପକାଇ ଦେଇଛି। ଇରାନ ବିରୋଧରେ ଗତ ୧୦ ବର୍ଷ ମଧ୍ୟରେ ୩,୬୧୬  କଟକଣା ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri